Masthead

ଡାକ୍ତର ବିହୀନ ଡାକ୍ତରଖାନା !

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ଡାକ୍ତର ବିହୀନ ଡାକ୍ତରଖାନା ! ଜନସାଧାରଣଙ୍କ ସ୍ୱାସ୍ଥ୍ୟର ସୁବିଧା ନିମନ୍ତେ ସରକାର ବ୍ୟାପକ ଯୋଜନା ପ୍ରସ୍ତୁତ କରି ସରକାର କୋଟି କୋଟି ଟଙ୍କା ବ୍ୟୟ ବରାଦ କରୁଥିଲେ ହେଁ କାର୍ୟ୍ୟକ୍ଷେତ୍ରରେ ତାର ବିପରୀତ ଦେଖିବାକୁ ମିଲୁଛି। ସାଧାରଣ ମୌଳିକ ସୁବିଧା ପ୍ରାଥମିକ ଚିକିତ୍ସାରୁ ବଞ୍ଚିତ ଲୋକମାନେ ।

ବନ୍ଧକନା ଗ୍ରାମଠାରେ ପ୍ରତିଷ୍ଠିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ୨୦୧୯ ମସିହାରେ ଉନ୍ନିତ କରାଯାଇ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ମାନ୍ୟତା ପାଇଛି। ବ୍ୟାପକ ଅବ୍ୟବସ୍ଥା ଘେରରେ ରହିଥିବା ଏହି ଆରୋଗ୍ୟ କେନ୍ଦ୍ରକୁ ଅକ୍ଷସୁଥିବା ରୋଗୀ ଡାକ୍ତର ଅଭାବରୁ ଉପଯୁକ୍ତ ଚିକିତ୍ସା ନ ପାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଉପରେ ନିର୍ଭର କରିବାକୁ ପଡୁଛି।

ଏହି ଡାକ୍ତରଖାନା ଉପରେ କଲମପୁର, ଥୁଆମୂଳ ରାମପୁର, ଜୟପାଟଣା ଅଞ୍ଚଳର ହଜାର ହଜାର ଲୋକ ନିର୍ଭର କରୁଥିବା ବେଳେ ଏତାଦୃଶ ସରକାରୀ ଅବହେଳା ଚର୍ଚାର ବିଷୟ ପାଲଟିଛି। ବାରମ୍ବାର ଡାକ୍ତର ପଦବୀ ପୂରଣ ପାଇଁ ଦାବୀ କଲେମଧ୍ୟ କୌଣସି ସୁଫଳ ମିଳୁନାହିଁ କ୍ଷ ତେଣୁ ସରକାର ତୁରନ୍ତ ବନ୍ଧକନକ୍ଷ ଆରୋଗ୍ୟ କେନ୍ଦ୍ରରେ ଡାକ୍ତର ନିଯୁକ୍ତି କରି ଲୋକଙ୍କୁ ସ୍ୱାସ୍ଥ୍ୟ ଜନିତ ମୌଳିକ ଅଧିକାର ପ୍ରଦାନ ପାଇଁ ଦୃଢ଼ ଦାବି ହେଉଛି କ୍ଷ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ