Masthead

ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ଛାତ୍ରାବାସରେ ରାଗିଙ୍ଗ ଘଟଣା । ୭ଜଣ ପିଲାଙ୍କୁ ଟିସି ଦେଇ ବିଦାକଲା ମଙ୍ଗଳ ବିଭାଗ । ସେମାନଙ୍କ ନାମରେ ମାମଲା ରୁଜୁ । ରାୟଗଡା ଜିଲା କୋଲନରା ବ୍ଲକ ରିଭଲକଣା ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ରାଗିଙ୍ଗ ଘଟଣାରେ ବିଦ୍ୟାଳୟରେ ପହଞ୍ଚି ମାଡ ଖାଇଥିବା ପିଲାଙ୍କ ପରିବାର ଲୋକେ ବିଶୃଙ୍ଗଳିତ ଛାତ୍ରଙ୍କୁ ବିଦ୍ୟାଳୟରୁ ବାହାର କରିବା ପାଇଁ ଦାବି କରିଥିଲେ । ମାଡ ପରେ ବିଭାଗର ଘନଘନ ବୈଠକ ପରେ ମାଡ ମାରିଥିବା ଛାତ୍ର ସହ ବିଶୃଙ୍ଗଳିତ ଅନ୍ୟ ୬ଜଣଙ୍କୁ ଟିସି ଦେଇ ବିଦା କରିଛି ମଙ୍ଗଳ ବିଭାଗ । ବିଦ୍ୟାଳୟ କର୍ତ୍ତୃପକ୍ଷ ୭ ଜଣଙ୍କ ନାମରେ ମାମଲା ରୁଜୁ କରିଛି । ସେପଟେ ହଷ୍ଟେଲ ଛାଡି ଦଶମ ପିଲା ଫେରାର ହୋଇଯାଇ ଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ