Masthead

ମ୍ୟାଚ୍ ପାଇଁ ଆକାଶଛୁଆଁ ହୋଟେଲ୍ ରୁମ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରବିବାର କ୍ରିକେଟ ବିଶ୍ୱକପ ଫାଇନାଲ ମ୍ୟାଚ୍  । ଅହମ୍ମଦାବାଦରେ ଖେଳାଯିବ ବିଶ୍ବକପ ଫାଇନାଲ। ୨୦ ବର୍ଷ ପରେ ପୁଣିଥରେ ଫାଇନାଲରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ। ଯାହା ଉପରେ ପୂରା ବିଶ୍ବର ନଜର ରହିବ। ତେବେ ଏହି ମ୍ୟାଚକୁ ଷ୍ଟାଡିୟମରେ ବସି ଦେଖିବା ପାଇଁ କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ। ଲୋକେ ଏବେଠୁ ଯାଇ ଅହମ୍ମଦାବାଦରେ ମ୍ୟାଚ ଦେଖିବାକୁ ହୋଟେଲ ବୁକ କରି ରହିଲେଣି। ହୋଟେଲର ଚାହିଦା ଦେଖି ଦର ବୃଦ୍ଧି ମଧ୍ୟ ଆକାଶଛୁଆଁ ହୋଇଛି। ସବୁ ଛୋଟ ବଡ଼ ହୋଟେଲ ଓ ଗେଷ୍ଟ ହାଉସ ବୁକ୍ ହୋଇ ସାରିଛି । ସହରର କିଛି ପଞ୍ଚ ତାରକା ହୋଟେଲରେ ଗୋଟିଏ ରାତି ରହଣି ପାଇଁ ରୁମର ଦର ଦୁଇ ଲକ୍ଷ ପାର ହୋଇସାରିଲାଣି । ଦୁବାଇ, ଅଷ୍ଟ୍ରେଲିଆ, ଦକ୍ଷିଣ ଆଫ୍ରିକା ଓ ମୁମ୍ବାଇରୁ ଧନୀ ଲୋକଙ୍କ ଭିଡ଼ ବଢୁଥିବାରୁ ରୁମ୍ ଦର ୩ ଲକ୍ଷ ପାର ହେବ ବୋଲି ଅନୁମାନ କରାଯାଉଛି । ସମ୍ପୂର୍ଣ୍ଣ ଖବର ଜାଣିବା ପାଇଁ ଲିଙ୍କରେ କ୍ଲିକ୍ କରନ୍ତୁ 👇

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ