Masthead

ରାହୁଲଙ୍କ ବିବୃତ୍ତିକୁ ନେଇ ବିରୋଧୀଙ୍କ ହଙ୍ଗମା, ୨ ଯାଏଁ ଗୃହ ମୁଲତବି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ସଂସଦରେ ହଟ୍ଟଗୋଳ ।  ପ୍ରଶ୍ନକାଳ ଆରମ୍ଭରୁ ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ନେଇ ବିରୋଧୀଙ୍କ ହଙ୍ଗମା । ଅପରାହ୍ନ ୨ଟା ଯାଏ ଗୃହ ମୁଲତବି । ଏହା ପୂର୍ବରୁ ବିରୋଧୀ ଦଳ ସେମାନଙ୍କ ରଣନୀତି ପ୍ରସ୍ତୁତ କରିଥିଲେ। ଅଧିବେଶନର ପ୍ରଥମ ଦିନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ କ୍ଷମା ମାଗନ୍ତୁ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ପୀୟୁଷ ଗୋୟଲ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କ ସମେତ ଅନେକ ଏମପିମାନେ ଦାବି କରିଥିଲେ। ଏହି କାରଣରୁ ସଂସଦର ପ୍ରକ୍ରିୟା ଦିନସାରା ସୁରୁଖୁରୁରେ ଚାଲିପାରି ନ ଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ