Masthead

ରାହୁଲଙ୍କ ବିବୃତ୍ତିକୁ ନେଇ ବିରୋଧୀଙ୍କ ହଙ୍ଗମା, ୨ ଯାଏଁ ଗୃହ ମୁଲତବି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ସଂସଦରେ ହଟ୍ଟଗୋଳ ।  ପ୍ରଶ୍ନକାଳ ଆରମ୍ଭରୁ ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ନେଇ ବିରୋଧୀଙ୍କ ହଙ୍ଗମା । ଅପରାହ୍ନ ୨ଟା ଯାଏ ଗୃହ ମୁଲତବି । ଏହା ପୂର୍ବରୁ ବିରୋଧୀ ଦଳ ସେମାନଙ୍କ ରଣନୀତି ପ୍ରସ୍ତୁତ କରିଥିଲେ। ଅଧିବେଶନର ପ୍ରଥମ ଦିନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ କ୍ଷମା ମାଗନ୍ତୁ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ପୀୟୁଷ ଗୋୟଲ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କ ସମେତ ଅନେକ ଏମପିମାନେ ଦାବି କରିଥିଲେ। ଏହି କାରଣରୁ ସଂସଦର ପ୍ରକ୍ରିୟା ଦିନସାରା ସୁରୁଖୁରୁରେ ଚାଲିପାରି ନ ଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ