Before Header

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

0 28

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅପରାହ୍ନ ୪ଟା ଯାଏଁ ମୁଲତବି ରହିଲା ଗୃହ । ବିଧାନସଭା ଆରମ୍ଭରୁ ହିଁ ହଟ୍ଟଗୋଳ । ଦୁଇ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର ଦାବିରେ ଗୃହ ମଧ୍ୟଭାଗକୁ ଆସି ବିଜେପି ସଦସ୍ୟଙ୍କ ହଟ୍ଟଗୋଳ । ପୋଡିୟମ୍ ପାଖରେ ପ୍ଲାକାର୍ଡ ଧରି ବିଜେପି ବିଧାୟକମାନେ ହଟ୍ଟଗୋଳ କରିଥିଲେ । ଫଳରେ ଗୃହକୁ ୪ଟା ଯାଏଁ ମୁଲତବି ରଖିଲେ ବାଚସ୍ପତି ।

Leave A Reply

Your email address will not be published.