Masthead

ଗୃହ ଆରମ୍ଭରୁ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୃହ ଆରମ୍ଭରୁ ହଟ୍ଟଗୋଳ । ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି । ସ୍ୱତନ୍ତ୍ର ମୋସନ ଆକାରରେ ମହାନଦୀ ଆଲୋଚନା ହେଉ ବୋଲି କଂଗ୍ରେସ ଦଳ ଦାବି କରିଛି । ବିଜେପି ମଧ୍ୟ କଂଗ୍ରେସ ସହିତ ସ୍ୱର ମିଶାଇ ପ୍ରତିବାଦ କରିଥିଲା । ଗୃହରେ ଉଭୟ ଦଳ ସଦସ୍ୟଙ୍କ ହଟଗୋଳ । ବିଜେଡି ସଦସ୍ୟ ମଧ୍ୟ ଗୃହରେ ନାରାବାଜି କରିଥିଲେ । କଂଗ୍ରେସ ବିଜେପି ଭାଇ ଭାଇ ଗୃହକୁ ଚଳାଇ ଦେଉ ନାହାଁନ୍ତି କହି ଗୃହରେ ବିଜେଡି ନାରାବାଜି କରିଥିଲା । ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ