Masthead

ଗୃହ ଆରମ୍ଭରୁ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୃହ ଆରମ୍ଭରୁ ହଟ୍ଟଗୋଳ । ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି । ସ୍ୱତନ୍ତ୍ର ମୋସନ ଆକାରରେ ମହାନଦୀ ଆଲୋଚନା ହେଉ ବୋଲି କଂଗ୍ରେସ ଦଳ ଦାବି କରିଛି । ବିଜେପି ମଧ୍ୟ କଂଗ୍ରେସ ସହିତ ସ୍ୱର ମିଶାଇ ପ୍ରତିବାଦ କରିଥିଲା । ଗୃହରେ ଉଭୟ ଦଳ ସଦସ୍ୟଙ୍କ ହଟଗୋଳ । ବିଜେଡି ସଦସ୍ୟ ମଧ୍ୟ ଗୃହରେ ନାରାବାଜି କରିଥିଲେ । କଂଗ୍ରେସ ବିଜେପି ଭାଇ ଭାଇ ଗୃହକୁ ଚଳାଇ ଦେଉ ନାହାଁନ୍ତି କହି ଗୃହରେ ବିଜେଡି ନାରାବାଜି କରିଥିଲା । ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା