Masthead

ରୁଲିଂ ଦାବି କରି ଗୃହରେ ବିରୋଧୀଙ୍କ ହଟ୍ଟଗୋଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରୁଲିଂ ଦାବି କରି ଗୃହରେ ବିରୋଧୀଙ୍କ ହଟ୍ଟଗୋଳ । ଅପରାହ୍ନ ୪ଟା ଯାଏ ଗୃହ ମୁଲତବି ଘୋଷଣା । ଗତକାଲି ବିଜେପି ପକ୍ଷରୁ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ଗାନ୍ଧୀମାର୍ଗରେ ପ୍ରତିବାଦ କରିଥିବା ବେଳେ ପୋଲିସ ଯେଉଁଭଳି ଅମାନୁଷିକ କାଣ୍ଡ ଘଟାଇଲା ତାହା ନିନ୍ଦନୀୟ ବୋଲି କହିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । କଳା ପୋଷାକ ଧାରୀ ଓ ଧଳା ପୋଷାକ ଧାରୀ କିଏ ଥିଲେ ଯିଏ କର୍ମକର୍ତ୍ତା ଙ୍କୁ ଲାହୁଲୁହାଣ କଲେ ବୋଲି ପ୍ରଶ୍ନ କରିଛନ୍ତି ଜୟନାରାୟଣ ।

ଆହୁରି ମଧ୍ୟ କହିଛନ୍ତି ଆମେ ହସ୍ପିଟାଲ ଯାଇଥିବା ବେଳେ ଆମକୁ ସେମାନଙ୍କୁ ଦେଖିବାକୁ ଦିଆ ଗଲାନି। ଏହା କେଉଁ ପ୍ରକାରର ଶାସନ ବୋଲି ପ୍ରଶ୍ନ କଲେ ବିରୋଧୀ ଦଳ ନେତା। ପୋଲିସ ଅଭିନୟ କରି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗଣତନ୍ତ୍ରରେ କ’ଣ ପ୍ରତିବାଦ କରି ନ୍ୟାୟ ମାଗିବା ଭୁଲ । ବାଚସ୍ପତି ଆମକୁ ଆପଣ ସୁରକ୍ଷା ଦିଅନ୍ତୁ ବୋଲି କହିଛନ୍ତି ଜୟନାରାୟଣ । ଏହାର ଉଚ୍ଚସ୍ତରୀୟ ତଦନ୍ତ ସାଙ୍ଗକୁ ରୁଲିଂ ଦେବାକୁ ଦାବି କଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ