Masthead

ବିଧାନସଭା ମୌସୁମୀ ଅଧିବେଶନ, ଚତୁର୍ଥ ଦିନରେ ଗୃହ ସ୍ୱଭାବିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚତୁର୍ଥ ଦିନରେ ସ୍ୱଭାବିକ ଚାଲିଛି ଗୃହ । ୩ ଦିନ ହେଲା ଅଚଳାବସ୍ତା ଲାଗି ରହିଥିଲା । ବିଧାନସଭା ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ । ଉଭୟ ବିରୋଧୀ ଶାସକ ନାରାବାଜି ଯୋଗୁଁ ୩ ଦିନ ହେଲା ମୁଲତବି ମୁଲତବିରେ ଚାଲିଥିଲା ଅଧିବେଶନ । ବାଚସ୍ପତି ପ୍ରମିଳା ସର୍ବଦଳୀୟ ବୈଠକ ଡାକି ଆଲୋଚନା କରିବା ପରେ ଚଳିତ ଅଧିବେଶନର ଚତୁର୍ଥ ଦିନରେ ଗୃହକାର୍ୟ୍ୟ ସ୍ୱାଭାବିକ ହୋଇଛି । ପ୍ରଶ୍ନକାଳରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ପରେ ଏବେ ଚାଲିଛି ଶୂନ୍ୟକାଳ । ଗୃହରେ କୃଷି, ଗଣଶିକ୍ଷା, ଉଚ୍ଚଶିକ୍ଷା, ପଶୁ ସମ୍ପଦ ଓ ଯୋଗାଣ ବିଭାଗ ଉପରେ ଆଲୋଚନା କରାଯାଇଛି । ଗତକାଲି ପ୍ରଶ୍ନକାଳ, ଶୂନ୍ୟକାଳ ଏବଂ ମୁଲତବି ଆଲୋଚନା ହୋଇପାରିନଥିଲା । ଗୃହ ନଚାଲିବାକୁ ନେଇ ମୁହାଁମୁହିଁ ହୋଇଥିଲେ ବିଜେଡି, ବିଜେପି ଓ କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ