Masthead

ବିଧାନସଭା ମୌସୁମୀ ଅଧିବେଶନ, ଚତୁର୍ଥ ଦିନରେ ଗୃହ ସ୍ୱଭାବିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚତୁର୍ଥ ଦିନରେ ସ୍ୱଭାବିକ ଚାଲିଛି ଗୃହ । ୩ ଦିନ ହେଲା ଅଚଳାବସ୍ତା ଲାଗି ରହିଥିଲା । ବିଧାନସଭା ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ । ଉଭୟ ବିରୋଧୀ ଶାସକ ନାରାବାଜି ଯୋଗୁଁ ୩ ଦିନ ହେଲା ମୁଲତବି ମୁଲତବିରେ ଚାଲିଥିଲା ଅଧିବେଶନ । ବାଚସ୍ପତି ପ୍ରମିଳା ସର୍ବଦଳୀୟ ବୈଠକ ଡାକି ଆଲୋଚନା କରିବା ପରେ ଚଳିତ ଅଧିବେଶନର ଚତୁର୍ଥ ଦିନରେ ଗୃହକାର୍ୟ୍ୟ ସ୍ୱାଭାବିକ ହୋଇଛି । ପ୍ରଶ୍ନକାଳରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ପରେ ଏବେ ଚାଲିଛି ଶୂନ୍ୟକାଳ । ଗୃହରେ କୃଷି, ଗଣଶିକ୍ଷା, ଉଚ୍ଚଶିକ୍ଷା, ପଶୁ ସମ୍ପଦ ଓ ଯୋଗାଣ ବିଭାଗ ଉପରେ ଆଲୋଚନା କରାଯାଇଛି । ଗତକାଲି ପ୍ରଶ୍ନକାଳ, ଶୂନ୍ୟକାଳ ଏବଂ ମୁଲତବି ଆଲୋଚନା ହୋଇପାରିନଥିଲା । ଗୃହ ନଚାଲିବାକୁ ନେଇ ମୁହାଁମୁହିଁ ହୋଇଥିଲେ ବିଜେଡି, ବିଜେପି ଓ କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା