Masthead

ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ, ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବିଡିଓଙ୍କୁ ଦାବିପତ୍ର

 ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଵଜରାପୁର ପଞ୍ଚାୟତରେ ଆବାସ ଯୋଜନା ଦୁର୍ନୀତି ଅଭିଯୋଗରେ ବରିଷ୍ଠ ନାଗରିକ ମଞ୍ଚ ତରଫରୁ ବିଡ଼ିଓଙ୍କୁ ଦାବିପତ୍ର। ଚାନ୍ଦବାଲି ବ୍ଲକର ବଜରା ପୁର ପଞ୍ଚାୟତରେ ବହୁ ହିତାଧିକାରୀ ଘର ନ କରି ଟଙ୍କା ଉଠାଣ କରିଥିବା ଓ ଚାଳଘର ଥାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୧ଲକ୍ଷ ୨୦ ହଜାର ଟଙ୍କାର ବିଲ୍ ନେବା ।

ଗୋଟିଏ ପରିବାରରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଟଙ୍କା ଦିଆଯାଇଥିଲେ ମଧ୍ୟ ଚାଳଘର ଥିବା ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଂଚିତ କରାଯାଇଥିବା ଅଭିଯୋଗ ହୋଇଛି। ସେମାନେ ବାରମ୍ବାରା ଗୁହାରି କଲେ ମଧ୍ୟ ଘରଟିଏ ମିଳୁ ନାହିଁ। ଯାହାକୁ ନେଇ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଚାନ୍ଦବାଲି ବିଡିଓଙ୍କୁ ଦାବିପତ୍ର ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା