Masthead

ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ, ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବିଡିଓଙ୍କୁ ଦାବିପତ୍ର

 ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଵଜରାପୁର ପଞ୍ଚାୟତରେ ଆବାସ ଯୋଜନା ଦୁର୍ନୀତି ଅଭିଯୋଗରେ ବରିଷ୍ଠ ନାଗରିକ ମଞ୍ଚ ତରଫରୁ ବିଡ଼ିଓଙ୍କୁ ଦାବିପତ୍ର। ଚାନ୍ଦବାଲି ବ୍ଲକର ବଜରା ପୁର ପଞ୍ଚାୟତରେ ବହୁ ହିତାଧିକାରୀ ଘର ନ କରି ଟଙ୍କା ଉଠାଣ କରିଥିବା ଓ ଚାଳଘର ଥାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୧ଲକ୍ଷ ୨୦ ହଜାର ଟଙ୍କାର ବିଲ୍ ନେବା ।

ଗୋଟିଏ ପରିବାରରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଟଙ୍କା ଦିଆଯାଇଥିଲେ ମଧ୍ୟ ଚାଳଘର ଥିବା ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଂଚିତ କରାଯାଇଥିବା ଅଭିଯୋଗ ହୋଇଛି। ସେମାନେ ବାରମ୍ବାରା ଗୁହାରି କଲେ ମଧ୍ୟ ଘରଟିଏ ମିଳୁ ନାହିଁ। ଯାହାକୁ ନେଇ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଚାନ୍ଦବାଲି ବିଡିଓଙ୍କୁ ଦାବିପତ୍ର ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା