Masthead

ଆବାସ ଯୋଜନା ଦୁର୍ନୀତି, ବ୍ଲକ ଘେରାଉ କଲା ବିଜେପି

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି । ପ୍ରକୃତ ହିତାଧିକାରୀଙ୍କୁ ହେଉଛନ୍ତି ଆବାସ ଯୋଜନାରୁ ବଞ୍ଚିତ । ଶାସକ ଦଳ ବିଜେଡି ବ୍ଲକ ଅଧିକାରୀମାନଙ୍କ ଦ୍ଵାରା ଦୁର୍ନୀତିକୁ  ପୋ୍ରସାôହନ ଦେଉଥିବା ବିରୋଧ କରିଛି ଆଳି ବିଜେପି । ଆଜି ବିଜେପି ଜିଲ୍ଲା ସଭାପତି କୃଷ୍ଣ ଚନ୍ଦ୍ର ପଣ୍ଡାଙ୍କ ନେତୃତ୍ୱରେ ଆଳି ଡାକବଙ୍ଗଳା ଛକରୁ ବରିଷ୍ଠ ବିଜେପି ନେତା ଓ ଶତାଧିକ କର୍ମୀ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି କରିବା ସହ ଆଳି ବ୍ଲକ ଘେରାଉ କରିଥିଲେ । ବିଜେପି ନେତା ମାନେ ରାଜ୍ୟ ସରକାରଙ୍କ ବିରୋଧରେ ଅଭିଭାଷଣ ରଖିବା ସହ ମୋଦି ସରକାରଙ୍କ ଜନହିତକର ଗରିବ କଲ୍ୟାଣ ଯୋଜନା ବିଷୟରେ ସୂଚନା ଦେବାପରେ ଆଳି ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ