Masthead

ଆବାସ ଯୋଜନା ଦୁର୍ନୀତି, ବ୍ଲକ ଘେରାଉ କଲା ବିଜେପି

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି । ପ୍ରକୃତ ହିତାଧିକାରୀଙ୍କୁ ହେଉଛନ୍ତି ଆବାସ ଯୋଜନାରୁ ବଞ୍ଚିତ । ଶାସକ ଦଳ ବିଜେଡି ବ୍ଲକ ଅଧିକାରୀମାନଙ୍କ ଦ୍ଵାରା ଦୁର୍ନୀତିକୁ  ପୋ୍ରସାôହନ ଦେଉଥିବା ବିରୋଧ କରିଛି ଆଳି ବିଜେପି । ଆଜି ବିଜେପି ଜିଲ୍ଲା ସଭାପତି କୃଷ୍ଣ ଚନ୍ଦ୍ର ପଣ୍ଡାଙ୍କ ନେତୃତ୍ୱରେ ଆଳି ଡାକବଙ୍ଗଳା ଛକରୁ ବରିଷ୍ଠ ବିଜେପି ନେତା ଓ ଶତାଧିକ କର୍ମୀ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି କରିବା ସହ ଆଳି ବ୍ଲକ ଘେରାଉ କରିଥିଲେ । ବିଜେପି ନେତା ମାନେ ରାଜ୍ୟ ସରକାରଙ୍କ ବିରୋଧରେ ଅଭିଭାଷଣ ରଖିବା ସହ ମୋଦି ସରକାରଙ୍କ ଜନହିତକର ଗରିବ କଲ୍ୟାଣ ଯୋଜନା ବିଷୟରେ ସୂଚନା ଦେବାପରେ ଆଳି ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା