Masthead

ଶ୍ରୀଅଙ୍ଗକୁ ଛୁଇଁବା ନେଇ ଉଠିଲା ପ୍ରଶ୍ନ

ପୁରୀ (ବଡ଼ ଖବର ବ୍ୟୁରୋ):  ସରିଗଲା ରଥଯାତ୍ରା । ହେଲେ ପୁଣି ଏକ ବିବାଦ ସାମ୍ନାକୁ ଆସିଛି । ରଥ ଉପରେ ଅଣସେବାୟତ ବେଶରେ ଚଢିଥିଲେ ମାଳ ମାଳ ଭକ୍ତ । ପୁଣି ଶ୍ରୀଅଙ୍ଗକୁ ଛୁଇଁବା ସହ ଶ୍ରୀବିଗ୍ରହଙ୍କ ପାଖରେ ବସି ଫୋଟୋ ଓ ରିଲ କରି ନିଜ ନିଜ ସୋସିଆଲ ମିଡ଼ିଆରେ ଅପଲୋଡ କରିଛନ୍ତି । ଏହି ଅଣସେବାୟତ ମାନେ ରଥ ଉପରକୁ କିପରି ଚଢିଲେ, ତାଙ୍କୁ କିପରି କେହି ବାରଣ କଲେ ନାହିଁ, ତାହାକୁ ନେଇ ଉଠିଛି ପ୍ରଶ୍ନ । ସୁରକ୍ଷା ବ୍ୟବସ୍ଥା କଡାକଡି ବୋଲି କୁହାଯାଉଥିବା ବେଳେ ଏହା କେମିତି ସମ୍ଭବ ହେଲା ବୋଲି ପ୍ରଶ୍ନ ଉଠାଇଛନ୍ତି ଜଗନ୍ନାଥପ୍ରେମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ