Masthead

ଶ୍ରୀଅଙ୍ଗକୁ ଛୁଇଁବା ନେଇ ଉଠିଲା ପ୍ରଶ୍ନ

ପୁରୀ (ବଡ଼ ଖବର ବ୍ୟୁରୋ):  ସରିଗଲା ରଥଯାତ୍ରା । ହେଲେ ପୁଣି ଏକ ବିବାଦ ସାମ୍ନାକୁ ଆସିଛି । ରଥ ଉପରେ ଅଣସେବାୟତ ବେଶରେ ଚଢିଥିଲେ ମାଳ ମାଳ ଭକ୍ତ । ପୁଣି ଶ୍ରୀଅଙ୍ଗକୁ ଛୁଇଁବା ସହ ଶ୍ରୀବିଗ୍ରହଙ୍କ ପାଖରେ ବସି ଫୋଟୋ ଓ ରିଲ କରି ନିଜ ନିଜ ସୋସିଆଲ ମିଡ଼ିଆରେ ଅପଲୋଡ କରିଛନ୍ତି । ଏହି ଅଣସେବାୟତ ମାନେ ରଥ ଉପରକୁ କିପରି ଚଢିଲେ, ତାଙ୍କୁ କିପରି କେହି ବାରଣ କଲେ ନାହିଁ, ତାହାକୁ ନେଇ ଉଠିଛି ପ୍ରଶ୍ନ । ସୁରକ୍ଷା ବ୍ୟବସ୍ଥା କଡାକଡି ବୋଲି କୁହାଯାଉଥିବା ବେଳେ ଏହା କେମିତି ସମ୍ଭବ ହେଲା ବୋଲି ପ୍ରଶ୍ନ ଉଠାଇଛନ୍ତି ଜଗନ୍ନାଥପ୍ରେମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା