Masthead

ଚାଷୀ ପରିବାରରୁ ଆସି ଆଇପିଏସ, ସାଂସଦ, ବିଧାୟକ ଓ ବର୍ତ୍ତମାନ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବାର ଯାତ୍ରା

ମିଜୋରାମ (ବଡ଼ ଖବର ବ୍ୟୁରୋ): ସୁରକ୍ଷା କର୍ମୀରୁ ସରକାରର ସଫର । ଦିନେ ଥିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ସୁରକ୍ଷା ଦାୟିତ୍ୱରେ । ପ୍ରଥମେ ସାଂସଦ ଓ ପରେ ବିଧାୟକ, ଆଉ ଏବେ ସେ ମିଜୋରାମର ମୁଖ୍ୟମନ୍ତ୍ରୀ । ମୁଣ୍ଡ ଉପରେ ରାଜ୍ୟଭାର । ହେଲେ ତାଙ୍କର ଏହି ଯାତ୍ରା ଏତେ ସହଜ ନଥିଲା । ଦୀର୍ଘ ୩୦ ବର୍ଷର ଅପେକ୍ଷା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଜେଡପିଏମ ମୁଖ୍ୟ ଥିଲେ ଲାଲଡୁହୋମା। ମିଜୋରାମରେ ମୁଖ୍ୟମନ୍ତ୍ରୀ ମୁକୁଟ ଏବେ ତାଙ୍କ ମୁଣ୍ଡରେ ।  ତେବେ ଏକ ଚାଷୀ ପରିବାରରୁ ଆସି ଆଇପିଏସ, ସାଂସଦ, ବିଧାୟକ ଓ ବର୍ତ୍ତମାନ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବାର ଯାତ୍ରା କିପରି ଥିଲା ପୂରା କାହାଣୀ ଜାଣିବା ପାଇଁ ଦେଖନ୍ତୁ ବଡ଼ ଖବର…

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ