Masthead

କେମିତି ରହିଛି ପାର୍କିଂ ବ୍ୟବସ୍ଥା

ପୁରୀ (ବଡ଼ ଖବର ବ୍ୟୁରୋ): ରଥଯାତ୍ରାରେ ପୁରୀ ଯାଉଥିଲେ କେଉଁଠି କରିବେ ପାର୍କିଂ । କେମିତି ରହିଛି ପାର୍କିଂ ବ୍ୟବସ୍ଥା । ରାଜ୍ୟ ବାହାରୁ ଆସୁଥିବା ଯାତ୍ରୀବାହି ବସ୍ ଗୁଡ଼ିକ ମାଳତିପାଟପୁର ବସଷ୍ଟାଣ୍ଡରେ ରହିବେ ଓ ଯିବା ଆସିବା କରିବେ। ପୁରୀକୁ ଆସୁଥିବା ପାସେଞ୍ଜର ବସ୍ ଗୁଡିକ ମାଳତୀପାଟପୁର ଆରଓବି ଦେଇ ତାଳବଣିଆରେ ପାର୍କିଂ ଓ ଯିବା ଆସିବା କରିବେ। ଭୁବନେଶ୍ୱରରୁ ଆସୁଥିବା ଚାରି ଚକିଆ ଯାନ ଗୁଡିକ ମାଳତୀପାଟପୁର ଆରଓବି ଦେଇ ଆଇଟିଆଇ, ଇନଡୋର ଷ୍ଟାଡିୟମ ଓ ସଂସ୍କୃତ ବିଶ୍ଵବିଦ୍ୟାଳୟରେ ପାର୍କିଂ କରିବେ। ବ୍ରହ୍ମଗିରିରୁ ଆସୁଥିବା ଚାରି ଚକିଆ ଯାନ ଗୁଡିକ ମଙ୍ଗଳାଘାଟ ବାଇପାସ୍ ଦେଇ ଫ୍ଲୋରିସ୍ ଇଣ୍ଡିଆ ନିକଟରେ ପାର୍କିଂ କରିବେ।

କୋଣାର୍କରୁ ଆସୁଥିବା ଚାରି ଚକିଆ ଯାନ ଗୁଡିକ ଗ୍ରୀଡ୍ ଷ୍ଟେସନ ଦେଇ ଆଇଟିଆଇ, ଭୂଦାନ୍ ଓ ଇନଡୋର ଷ୍ଟାଡିୟମରେ ପାର୍କିଂ କରିବେ। ଭୁବନେଶ୍ୱରରୁ ଆସୁଥିବା ଦୁଇ ଚକିଆ ଯାନ ଗୁଡିକ ମାଳତୀପାଟପୁର ମଙ୍ଗଳାଘାଟ ବାଇପାସ୍ ଦେଇ ଜଗନ୍ନାଥ ବଲ୍ଲଭ, ମଶାଣୀ ଚଣ୍ଡୀ ଠାରେ ପାର୍କିଂ କରିବେ। କୋଣାର୍କରୁ ଆସୁଥିବା ଦୁଇ ଚକିଆ ଯାନ ଗୁଡିକ ସିଟି ରୋଡ, ସୁବାସ ବୋଷ ଛକ ଦେଇ ବ୍ଲୁ ଫ୍ଲାଗ ଓ ନିଳାଚଳ ଅଶୋକରେ ପାର୍କିଂ କରିବେ। ପାସ୍ ଥିବା ଯାନ ଗୁଡିକ ମାଳତୀପାଟପୁର, ମଙ୍ଗଳାଘାଟ ବାଇପାସ୍, ଷ୍ଟର୍ଲିଙ୍ଗ ରୋଡ ଓ ପରେ ଲୋକନାଥ ରୋଡ ଦେଇ ଛପନଛକ ଓ ଲୋକନାଥଙ୍କ ନିକଟରେ ପାର୍କିଂ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି