Masthead

ଟିକାକରଣ ପାଇଁ କେତେ ପ୍ରସ୍ତୁତ ରାଜ୍ୟ ସରକାର

ନୂଆଦିଲ୍ଲୀ (ବଡ଼ ଖବର): ଟିକାକରଣ ପାଇଁ କେତେ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର । ଏନେଇ ସୋମବାର ଅପରାହ୍ନ ୪ଟାରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ଭାରତରେ ଟିକାକରଣ ପାଇଁ କୋଭିସିଲ୍ଡ ଓ କୋଭାକ୍ସିନକୁ ଅନୁମତି ମିଳିବା ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ।

ଟିକା କରଣ ପାଇଁ ରାଜ୍ୟ ସରକାରମାନେ କେତେ ପ୍ରସ୍ତୁତି ରହିଛନ୍ତି ଓ ରାଜ୍ୟମାନଙ୍କରେ କୋଭିଡର ସ୍ଥିତି କଣ ରହିଛି ସେ ନେଇ ଭିଡିଓ କନ୍ଫରେନ୍ସିଂ ଜରିଆରେ ପଚାରିବୁଝିବେ ମୋଦୀ । ଏନେଇ ପ୍ରଧାନମନ୍ତ୍ରୀଙ୍କ କର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ଦେଶରେ ମହାମାରୀ କରୋନା ଆରମ୍ଭ ହେବା ପରଠାରୁ ଏପର୍ଯ୍ୟନ୍ତ ୬ ଥର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ଆଲୋଚନ କରିସାରିଛନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ