Masthead

କେମିତି ମିଳିଲା ରୁଦ୍ର ମହାରଥୀଙ୍କୁ ଅନୁମତି

ପିପିଲି (ବଡ଼ ଖବର ବ୍ୟୁରୋ): ବିଧାୟକ ନହୋଇ ମଧ୍ୟ ପୁରୀ ଜିଲ୍ଲାର ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକରେ ଯୋଗଦେଲେ ରୁଦ୍ର ମହାରଥୀ । ପିପିଲିର ପୂର୍ବତନ ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲି ଏବେ ବିଧାୟକ ଶୂନ୍ୟ । ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଥିଲା । ବିଭିନ୍ନ ଦଳ ପକ୍ଷରୁ ମଧ୍ୟ ପ୍ରାର୍ଥୀଙ୍କ ନାମ ଘୋଷଣା ସରିଥିଲା ।

କିନ୍ତୁ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ଓ କରୋନା ପାଇଁ ଉପନିର୍ବାଚନ ହୋଇପାରି ନାହିଁ । ପିପିଲିରେ ବିଧାୟକ ପଦ ଖାଲିରହିଛି। ତେବେ ବିଧାୟକ ନଥିଲେ ମଧ୍ୟ ୨ତାରିଖରେ ଭୁବନେଶ୍ବରର ସର୍କିଟ ହାଉସରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ନେତୃତ୍ବରେ ପୁରୀ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା ବୈଠକରେ ଯୋଗଦେଇଥିଲେ ।

ଜିଲ୍ଲାର ମନ୍ତ୍ରୀ, ପୂର୍ବତନ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିବା ବେଳେ ପିପିଲି ପାଇଁ ପ୍ରତିନିଧିତ୍ଵ କରିଥିଲେ ରୁଦ୍ର । ତେବେ ରୁଦ୍ର ବିଧାୟକ ନ ହୋଇ ସମୀକ୍ଷା ବୈଠକରେ ଯୋଗଦେବା ସାଧାରଣ ଜନତାଙ୍କୁ ଚକିତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା