Masthead

ବିଜେଡିରୁ ଇସ୍ତଫା ଦେଲେ ହୃଷିକେଶ

ସାହାରାପଡ଼ା  (ବଡ଼ ଖବର ବ୍ୟୁରୋ): ବିଜେଡିରୁ ଇସ୍ତଫା ଦେଇ କଂଗ୍ରେସରେ ଯୋଗ ଦେବେ ହୃଷିକେଶ ନାଏକ । ପାଟଣାର ୫ ଥରର ବିଧାୟକ ହେଉଛନ୍ତି ହୃଷିକେଶ ନାଏକ । ଏବେ ବିଜେଡି ଛାଡି କଂଗ୍ରେସରେ ଯୋଗ ଦେବା ନେଇ ଚର୍ଚ୍ଚା ହେଉଛି । ଏନେଇ ସୂଚନା ଦେଇଛନ୍ତି କେନ୍ଦୁଝର ପିସିସି ସଭାପତି ମୋହନ ପରିଡା । ହୃଷିକେଶ ନିଜର ଶତାଧôକ ସମର୍ଥକଙ୍କ ସହ ପୁଣିଥରେ କଂଗ୍ରେସରେ ଯୋଗଦେବେ ବୋଲି କହିଛନ୍ତି ।

କେବଳ ପୂର୍ବତନ ବିଧାୟକ ହୃଷିକେଶ ନୁହଁନ୍ତି, ପୂର୍ବରୁ କଂଗ୍ରେସ ଦଳରେ ଥିଲେ ଏବଂ ଦଳ ପରିବର୍ତନ କରିଥିଲେ । ପୁଣିଥରେ ଘରବାହୁଡା ନେଇ ଦଳ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଥôବା ବେଳେ ବହୁ ବିଜେଡି ଓ ବିଜେପି ନେତା ମଧ୍ୟ କଂଗ୍ରେସ ଦଳରେ ସାମିଲ ହେବେ ବୋଲି ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି