Masthead

ଚାରିଦ୍ୱାର ଖୋଲିବା ଦାବିରେ ପୁରୀରେ କଂଗ୍ରେସର ବିଶାଳ ଜନସମାବେଶ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ଆଜି ବିଶାଳ ଜନସମାବେଶ ଅନୁଷ୍ଠିତ ହେଉଛି। ଏଥିଲାଗି ଆଜି ପୁରୀ ବଡ଼ଦାଣ୍ଡରେ ବିଶାଳ ରାଲି ଅନୁଷ୍ଠିତ ହେଉଛି ।

ଶ୍ରୀମନ୍ଦିର ଚାରି ଦ୍ୱାରା ଖୋଲିବା, ରତ୍ନଭଣ୍ଡାରରେ ଥିବା ରତ୍ନ ମଣି ଗଣତି ଓ ଏହାର ମରାମତି କରାଯିବା ସହ ପୁରୀ ଏବଂ ଖୋର୍ଦ୍ଧାରେ ଜଗନ୍ନାଥ ମହାପ୍ରଭୁଙ୍କ ଭୋଗ କରୁଥିବା ଜମିର ସ୍ଥାୟୀ ସମାଧାନ ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଆଜି ବିକ୍ଷୋଭ ପଦର୍ଶନ କରୁଛନ୍ତି । ଗୁଣ୍ଡିଚା ମନ୍ଦିର ନିକଟରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ଏକ ବିଶାଳ ଜନସମାବେଶର ଆୟଜନ । ଜନ ସମାବେଶରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବରିଷ୍ଠ କଂଗ୍ରେସ ନେତା ଓ କର୍ମୀ ମାନେ ଯୋଗଦେଇଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ