Masthead

ଜଙ୍ଗଲରୁ ଜବତ ହେଲା ବିପୁଳ ଅସ୍ତ୍ରଶସ୍ତ୍ର

ଜାମ୍ମୁ-କାଶ୍ମୀର (ବଡ଼ ଖବର ବ୍ୟୁରୋ): ଜଙ୍ଗଲରୁ ବିପୁଳ ଅସ୍ତ୍ରଶସ୍ତ୍ର ଜବତ । ସ୍ୱାଧୀନତା ଦିବସ ପୂର୍ବରୁ ଜାମ୍ମୁ-କାଶ୍ମୀରିର ପୁଞ୍ଚ ଜଙ୍ଗଲରୁ ଜବତ ହୋଇଛି ଏହି ଅସ୍ତ୍ରଶସ୍ତ୍ର । ବିଏସଏଫ୍ ଯବାନମାନେ ଏହି ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି । ଆଜି ରାଷ୍ଟ୍ରୀୟ ରାଇଫଲ୍ସ, ସ୍ପେସାଲ ଅପରେସନ୍ ଗ୍ରୁପ୍ ଓ ବିଏସଏଫ୍ ପକ୍ଷରୁ ପୁଞ୍ଚ ଜିଲ୍ଲାରେ ମିଳିତ ଅପରେସନ୍ ଆରମ୍ଭ ହୋଇଥିଲା ।

ଏହି ଅପରେସନ୍ ବେଳେ ଆତଙ୍କବାଦୀମାନେ ଲୁଚାଇ ରଖିଥିବା ଏକେ-୪୭ ରାଇଫଲ, ମାଗାଜିନ୍ସ, ଚୀନ୍ ନିର୍ମିତ ପିସ୍ତଲ, ଚାଇନା ନିର୍ମିତ ଗ୍ରେନେଡ, ଡେଟୋନେର, ଦୁଇଟି ମୋବାଇଲ୍ ଫୋନ୍ ପ୍ରଭୃତି ଜବତ ହୋଇଛି । ପଞ୍ଜାବ ପୋଲିସ ମଧ୍ୟ ଆଜି ଅମୃତସର ଜିଲ୍ଲାର ଏକ ଗାଁରୁ ଏକ ଟିଫିନ୍ ବୋମା ଉଦ୍ଧାର କରିଛି । ୨କେଜିର ଏହି ଆରଡିଏକ୍ସ ଟିଫିନ୍ ବୋମା ପାକିସ୍ତାନ ଡ୍ରୋନ୍ ମାଧ୍ୟମରେ ପକାଯାଇଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ