Masthead

ମନୀଷ ମୃତ୍ୟୁ ମାମଲା: ୩ ଗିରଫ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ମନୀଷ ମୃତ୍ୟୁ ମାମଲା ନୂଆ ମୋଡ଼ ନେବାରେ ଲାଗିଛି । ଏ ପର୍ଯ୍ୟନ୍ତ ମୃତ୍ୟୁର ମୁଖ୍ୟ କାରଣ କ’ଣ ତାହା ସ୍ପଷ୍ଟ ହୋଇ ପାରି ନାହିଁ । ଏହା ମଧ୍ୟରେ ୩ ଜଣଙ୍କୁ ଗିରଫ କମିସନରେଟ ପୁଲିସ ଗିରଫ କରିଥିବାର କଥା ସାମ୍ନାକୁ ଆସିଛି । ହତ୍ୟା, ଷଡଯନ୍ତ୍ର ଓ ପ୍ରମାଣ ନଷ୍ଟ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କୁ ଆଜି କୋର୍ଟ ଚାଲାଣ କରାଯାଇପାରେ ।

ସେପଟେ ଅଟକ ଥିବା ଅନ୍ୟ ଜଣଙ୍କୁ ପ୍ରମାଣ ଅଭାବରୁ ପୁଲିସ ଛାଡ଼ି ଦେଇଥିବାର ସୂଚନା ମିଳିଛି । ଅନ୍ୟପଟେ ଗିରଫ ଅଭିଯୁକ୍ତ ହେଲେ ଦୀନେଶ ମହାପାତ୍ର, ମୃତ୍ୟୁଞ୍ଜୟ ମିଶ୍ର ଓ ଅମ୍ରିତ ବିଶ୍ୱାଳ । ମନୀଷଙ୍କ ମୃତ୍ୟୁ ରହସ୍ୟ ଭେଦ କରିବାକୁ ୪ ଜଣଙ୍କୁ ଅଟକ ରଖି ମାରାଧନ ଜେରା କରୁଥିଲା ସ୍ପେଶାଲ ସ୍କାର୍ଡ । ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଗିରଫ କରିଛି ପୁଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ