Masthead

ମନୀଷ ମୃତ୍ୟୁ ମାମଲା: ୩ ଗିରଫ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ମନୀଷ ମୃତ୍ୟୁ ମାମଲା ନୂଆ ମୋଡ଼ ନେବାରେ ଲାଗିଛି । ଏ ପର୍ଯ୍ୟନ୍ତ ମୃତ୍ୟୁର ମୁଖ୍ୟ କାରଣ କ’ଣ ତାହା ସ୍ପଷ୍ଟ ହୋଇ ପାରି ନାହିଁ । ଏହା ମଧ୍ୟରେ ୩ ଜଣଙ୍କୁ ଗିରଫ କମିସନରେଟ ପୁଲିସ ଗିରଫ କରିଥିବାର କଥା ସାମ୍ନାକୁ ଆସିଛି । ହତ୍ୟା, ଷଡଯନ୍ତ୍ର ଓ ପ୍ରମାଣ ନଷ୍ଟ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କୁ ଆଜି କୋର୍ଟ ଚାଲାଣ କରାଯାଇପାରେ ।

ସେପଟେ ଅଟକ ଥିବା ଅନ୍ୟ ଜଣଙ୍କୁ ପ୍ରମାଣ ଅଭାବରୁ ପୁଲିସ ଛାଡ଼ି ଦେଇଥିବାର ସୂଚନା ମିଳିଛି । ଅନ୍ୟପଟେ ଗିରଫ ଅଭିଯୁକ୍ତ ହେଲେ ଦୀନେଶ ମହାପାତ୍ର, ମୃତ୍ୟୁଞ୍ଜୟ ମିଶ୍ର ଓ ଅମ୍ରିତ ବିଶ୍ୱାଳ । ମନୀଷଙ୍କ ମୃତ୍ୟୁ ରହସ୍ୟ ଭେଦ କରିବାକୁ ୪ ଜଣଙ୍କୁ ଅଟକ ରଖି ମାରାଧନ ଜେରା କରୁଥିଲା ସ୍ପେଶାଲ ସ୍କାର୍ଡ । ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଗିରଫ କରିଛି ପୁଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ