Masthead

ବାରହା ଶିକାର କରିବାକୁ ଯାଇ ମୃତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ବାରହା ଶିକାର ପାଇଁ ବିଛାଇଥିଲେ ବିଦ୍ୟୁତ୍ ତାର । ହେଲେ ନିଜେ ସେହି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ପ୍ରାଣ ହରାଇଲେ । ଏଭଳି ଅଭାବନୀୟ ଘଟଣା ଘଟିଛି ସୂବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବାଘପାଲି ଗାଁରେ । ତେବେ ମୃତକ ଜଣକ ହେଲେ ଉକ୍ତ ଗାଁର ହରିଶ୍ଚନ୍ଦ୍ର ପ୍ରଧାନ । ତାଙ୍କ ମୃତ ଦେହକୁ ଉଲୁଣ୍ଡା ରେଞ୍ଜ କୋଟାସମଲାଇ ଜଙ୍ଗଲରୁ ଉଦ୍ଧାର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି ।

ତେବେ ଆଜି ସକାଳେ ସ୍ଥାନୀୟ ଲୋକେ ଏ ସଂର୍ପକରେ ଜାଣିବାକୁ ପାଇଲେ । ଖବର ପାଇ ଉଲୁଣ୍ଡା ବନବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସେହିପରି ବୀରମହାରାଜପୁର ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା