Before Header

ଆସନ୍ତା ୨ ଦିନ ବର୍ଷିବ !

0 779

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତାତିରୁ ମିଳିଲା ତ୍ରାହି । ୬ ଜିଲ୍ଲାକୁ ସତର୍କ କଲା ପାଣିପାଗ କେନ୍ଦ୍ର । ଆସନ୍ତା ୨ ଦିନ ରାଜ୍ୟରେ କିଛି ସ୍ଥାନରେ ବର୍ଷା ସମ୍ଭାବନା । ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା । ଘଡ଼ଘଡ଼ି ସହ ବର୍ଷା ଓ ହାଲକା ପବନ ବହିବା ନେଇ ସୂଚନା ।

କାଲି ବର୍ଷାର ପରିମାଣ ବଢ଼ିବା ସମ୍ଭାବନା କହିଲେ ନିର୍ଦ୍ଦେଶିକା । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଏହି ୬ ଜିଲ୍ଲା ଗୁଡ଼ିକ ମଧ୍ୟରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, କଟକ, ଗଞ୍ଜାମ ଏବଂ ନୟାଗଡ଼ ରହିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲା ଗୁଡ଼ିକରେ ବର୍ଷା ସହ ବଜ୍ରପାତ ବିପଦ ଥିବା ପୂର୍ବାନୁମାନ କରାଯାଇଛି ।

Leave A Reply

Your email address will not be published.