Masthead

ବ୍ରାହ୍ମଣୀ ନଦୀରେ ଶହେ ଫୁଟର ଘାଇ

ବରୀ (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ବରୀ ବ୍ଲକର ୩ ପଞ୍ଚାୟତ ବନ୍ୟା ପାଣି ଘେରରେ । ବ୍ରାହ୍ମଣୀ ନଦୀରେ ବନ୍ୟା ଆସିବା ଫଳରେ ବରୀବାସୀ ଆତଙ୍କିତ ହୋଇପଡିଛନ୍ତି। ଜଳସମ୍ପଦ ବିଭାଗର ଖାମଖିଆଲ ମନୋଭାବ ଯୋଗୁଁ ବ୍ରାହ୍ମଣୀ ନଦୀର ଦକ୍ଷିଣ ପାର୍ଶ୍ଵ ମାଟିଆ ପଡ଼ା ନଦୀ ବନ୍ଧରେ ୫ ରୁ ଅଧିକ ଘାଇ ସୃଷ୍ଟି ହୋଇଛି ।

ବନ୍ଧ ବୁଡି ପାଣି ପସୁଥିବା ଦେଖିବାକୁ ମିଳିଛି। ଗତ ବର୍ଷ ଯେଉଁ ସ୍ଥାନରେ ଘାଇ ସୃଷ୍ଟି ହୋଇଥିଲା ଚଳିତ ବର୍ଷ ସେହି ସ୍ଥାନ ରେ ଘାଇ ହେବା ଦ୍ବାରା ସାହୁପଡ଼ା , ଇଶାଣପୁର, ବାଲିଆ, ଗୋଲକୁଣ୍ଡ , ସ୍ୱାଇଁଖଣ୍ଡ ଆଦି ପଞ୍ଚାୟତ ପ୍ରଭାବିତ ହୋଇଛି । ସାହୁପଡାର ମାଟିଆପଡ଼ା ଅଧିକ ପ୍ରଭାବିତ ହୋଇଛି । ଜଳବନ୍ଦୀରେ ଜୀବନ ବିତାଉଛନ୍ତି ଗ୍ରାମବାସୀ । ମାଡିଆପଡାରେ ବ୍ରାହ୍ମଣୀ ନଦୀରେ ଶହେ ଫୁଟ ଓ ଅନ୍ୟ ଏକ ସ୍ଥାନରେ ୫୦ ଫୁଟର ଘାଇ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ