Masthead

ଅନଶନରେ ଦମ୍ପତି

ଚାନ୍ଦବାଲି, (ବଡ଼ ଖବର ବ୍ୟୁରୋ): ଚାନ୍ଦବାଲି ବ୍ଲକ ଭାଟପଡ଼ା ପଞ୍ଚାୟତର ଅସୀମା ରାଣୀ ମୁଦୁଲି ଓ ତାଙ୍କ ସ୍ୱାମୀ ସୁକାନ୍ତ ମୁଦୁଲି ୭ଦଫା ଦାବିନେଇ ଗତକାଲିଠାରୁ ଚାନ୍ଦବାଲି ବ୍ଲକ କାର୍ୟ୍ୟାଳୟ ଆଗରେ ଆମରଣ ଅନଶନରେ ବସିଛନ୍ତି । ସୂଚନା ଅନୁଯାୟୀ, ନେହେରୁ ଶିଶୁ ଉଦ୍ୟାନରେ କାର୍ୟ୍ୟାଦେଶ ନେଇ ବିକାଶ ମୂଳକ କାର୍ୟ୍ୟ କରିଥିଲେ ଏହି ଦମ୍ପତି । କାର୍ୟ୍ୟ ସରିବା ପରେ ବ୍ଲକ ପ୍ରଶାସନ ଅଧିକାରୀ ଓ ରାଜନୈତିକ ଚାପରେ ତାଙ୍କର ବକେୟା ପାଉଣାକୁ ଦୀର୍ଘଦିନ ହେବ ବନ୍ଦକରି ରଖିଛନ୍ତି । ଯେତେ ଗୁହାରି କଲେ ମଧ୍ୟ କେହି ଶୁଣୁନାହାନ୍ତି । ଶେଷରେ ଦମ୍ପତି ନିଜ ହକ୍ ପାଇଁ ସ୍ଥାନୀୟ ବିଧାୟକ, ବିଡିଓ ଏମିତିକି ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ମଧ୍ୟ ହୋଇଥିଲା । କିନ୍ତୁ ତାଙ୍କ ବକେୟା ପାଉଣା ତାଙ୍କୁ ମିଳିପାରି ନ ଥିଲା । ତେଣୁ ଉଭୟ ଗତକାଲିଠାରୁ ବ୍ଲକ ଅଫିସରେ ଆମରଣ ଅନଶନରେ ବସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ