Masthead

ପାଣି ପାଇଁ ହନ୍ତସନ୍ତ

ଉମରକୋଟ(ବଡ଼ ଖବର ବ୍ୟୁରୋ): ପାଣି ପାଇଁ ଚାଷୀ ହନ୍ତସନ୍ତ । ନବରଙ୍ଗପୁର ଜିଲ୍ଲା ଉମରକୋଟରେ ଉଠା ଜଳସେଚନ ପ୍ରକଳ୍ପ ମାଧ୍ୟମରେ ଗଭୀର ନଳକୂଅ ଖୋଳାଇ ଚାଷୀ ହେଉଛନ୍ତି ହନ୍ତସନ୍ତ । ଚାଷୀଙ୍କ ଆଶା ମଉଳି ଯାଉଛି । ଚାଷ ଜମିରେ ନଳକୂଅ ଖୋଳା ହୋଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ପାଣିପମ୍ପ ଲାଗିପାରିଲା ନାହିଁ କି ବିଦ୍ୟୁତ ସଂଯୋଗ ହୋଇପାରିଲା ନାହିଁ । ଚାଷୀ ବାରମ୍ବାର ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିଥିଲେ ମଧ୍ୟ ସୁଫଳ ମିଳୁନାହିଁ । ଚାଷୀ କ୍ଷତି ସହୁଥିବା ଅଭିଯୋଗ କରିଛନ୍ତି । ବାଧ୍ୟ ହୋଇ ଚାଷୀମାନେ ଉମରକୋଟରେ ଥିବା ଉଠା ଜଳସେଚନ ପ୍ରକଳ୍ପ ଏସଡିଓଙ୍କ କାର୍ଯ୍ୟାଳୟ ଘେରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ