Masthead

ପାଣି ପାଇଁ ହନ୍ତସନ୍ତ

ଉମରକୋଟ(ବଡ଼ ଖବର ବ୍ୟୁରୋ): ପାଣି ପାଇଁ ଚାଷୀ ହନ୍ତସନ୍ତ । ନବରଙ୍ଗପୁର ଜିଲ୍ଲା ଉମରକୋଟରେ ଉଠା ଜଳସେଚନ ପ୍ରକଳ୍ପ ମାଧ୍ୟମରେ ଗଭୀର ନଳକୂଅ ଖୋଳାଇ ଚାଷୀ ହେଉଛନ୍ତି ହନ୍ତସନ୍ତ । ଚାଷୀଙ୍କ ଆଶା ମଉଳି ଯାଉଛି । ଚାଷ ଜମିରେ ନଳକୂଅ ଖୋଳା ହୋଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ପାଣିପମ୍ପ ଲାଗିପାରିଲା ନାହିଁ କି ବିଦ୍ୟୁତ ସଂଯୋଗ ହୋଇପାରିଲା ନାହିଁ । ଚାଷୀ ବାରମ୍ବାର ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିଥିଲେ ମଧ୍ୟ ସୁଫଳ ମିଳୁନାହିଁ । ଚାଷୀ କ୍ଷତି ସହୁଥିବା ଅଭିଯୋଗ କରିଛନ୍ତି । ବାଧ୍ୟ ହୋଇ ଚାଷୀମାନେ ଉମରକୋଟରେ ଥିବା ଉଠା ଜଳସେଚନ ପ୍ରକଳ୍ପ ଏସଡିଓଙ୍କ କାର୍ଯ୍ୟାଳୟ ଘେରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା