Masthead

ଧଳା-ନୀଳ ବଦଳରେ ମିଳିବ ହଣ୍ଟର ଗ୍ରୀନ ଡ୍ରେସକୋଡ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ); ନୂଆଲୋଗ ସହ ନୂଆ ରଙ୍ଗରେ ବୁଟ ସୁଟ ପିନ୍ଧି ସ୍କୁଲ ଯିବେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ । ପୂର୍ବରୁ ଥିବା ଧଳା ନୀଳ ବଦଳରେ ନବମ ଓ ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ  ହଣ୍ଟର ଗ୍ରୀନ ଡ୍ରେସକୋର୍ଡ । ପୂର୍ବ ଅପେକ୍ଷା ସ୍କୁଲରେ ବଢିବ ପିଲା ସଂଖ୍ୟା । ଛାତ୍ରଛାତ୍ରୀଙ୍କ ମନରେ ଦେଖାଦେଇଛି ବେଶ ଖୁସି । ଛାତ୍ରଛାତ୍ରୀମାନେ ବେଶ ଖୁସି ଥିବାବେଳେ ଛାତ୍ରଙ୍କ ପାଇଁ ଫୁଲ୍‌ପ୍ୟାଣ୍ଟ ,ସାର୍ଟ ଏବଂ ଛାତ୍ରୀଙ୍କ ଲାଗି ଚୁଡ଼ିଦାର-ପଞ୍ଜାବୀ ସହ ଜ୍ୟାକେଟ୍ ପୋଷାକ ରହିଛି। ଡ୍ରେସ୍‌ରେ ଏକ ଲୋଗୋ ‘ଆମେ ଗଢ଼ିବୁ ନୂଆ ଓଡ଼ିଶା’ ରହିବ। ସପ୍ତାହର ୫ ଦିନ ଛାତ୍ରଛାତ୍ରୀ ୟୁନିଫର୍ମ ପିନ୍ଧିବେ। ଶନିବାର ବିଭିନ୍ନ କ୍ଲବର କାର୍ଯ୍ୟକଳାପ ରହିଥିବାରୁ ଛାତ୍ରଛାତ୍ରୀ ଟି- ସାର୍ଟ ଓ ଟ୍ରାକ୍ ପ୍ୟାଣ୍ଟ ପିନ୍ଧି ବିଦ୍ୟାଳୟକୁ ଆସିବେ । ୧୦୦ରୁ ଅଧିକ ଛାତ୍ରଛାତ୍ରୀ ରହିଥିବା ବିଦ୍ୟାଳୟର ପିଲାମାନେ ୪ଟି ରଙ୍ଗ ଏବଂ ଶହେରୁ ଅଧିକ ପିଲା ରହିଥିଲେ ଦୁଇଟି ରଙ୍ଗର ଡ୍ରେସ୍ ପିନ୍ଧିବେ। ଛାତ୍ରଛାତ୍ରୀଙ୍କ ପାଇଁ କଳା ଜୋତା ଓ ଧଳା ମୋଜା ବାଧ୍ୟତାମୂଳକ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା