Masthead

ଗୁଣି କରୁଥିବା ସନ୍ଦେହରେ ସ୍ୱାମୀ ସ୍ତ୍ରୀଙ୍କୁ ହତ୍ୟା

ଗଞ୍ଜାମ(ବଡ଼ ଖବର ବ୍ୟୁରୋ):  ଗୁଣି ସନ୍ଦେହ ରେ ସ୍ୱାମୀ ସ୍ତ୍ରୀଙ୍କୁ ବିବଚ୍ଛ ହତ୍ୟା । ଏଭଳି ଘଟଣା ଘଟିଛି ଗଜପତି ଜ଼ିଲ୍ଲା ଅଡବା ଥାନା ଘୋଡ଼ାପଙ୍କା ଗ୍ରାମରେ । ସୂଚନା ପ୍ରକାରେ ଘୋଡାପଙ୍କା ଗ୍ରାମର କପିଳେନ୍ଦ୍ର ମଳିକ ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହ କରୁଥିଲେ ଲୋକ। ଗତ ପାଞ୍ଚ ମାସ ଧରି କପିଳେନ୍ଦ୍ର ପରିବାର ସହ ଘୋଡାପଙ୍କା ଗ୍ରାମରେ ରହୁଥିଲେ । ତେଵେ କିଛି ଦୁର୍ବୁତ୍ତ କପିଳେନ୍ଦ୍ର ଏବଂ ତାଙ୍କ ସ୍ତ୍ରୀଙ୍କ ଉପରେ ଆକ୍ରମଣ କରିଥିଲେ । ଘଟଣା ସ୍ଥଳରେ କପିଳେନ୍ଦ୍ରଙ୍କ ମୃତ୍ୟୁ ହୋଇଥିବା ବେଳ ରକ୍ତଜୁଡୁବୁଡୁ ଅବସ୍ଥା ରେ ଉଦ୍ଧାର କରିଥିଲେ ସ୍ତ୍ରୀଙ୍କୁ । ତେଵେ ଘଟଣା ସମ୍ପର୍କରେ ଗ୍ରାମବାସୀ କୌଣସି ସଠିକ ତଥ୍ୟ ଦେଉନଥିବା ବେଳେ ଅଡବା ପୋଲିସ ଗ୍ରାମରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣା ର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା