Masthead

ଗୁଣି କରୁଥିବା ସନ୍ଦେହରେ ସ୍ୱାମୀ ସ୍ତ୍ରୀଙ୍କୁ ହତ୍ୟା

ଗଞ୍ଜାମ(ବଡ଼ ଖବର ବ୍ୟୁରୋ):  ଗୁଣି ସନ୍ଦେହ ରେ ସ୍ୱାମୀ ସ୍ତ୍ରୀଙ୍କୁ ବିବଚ୍ଛ ହତ୍ୟା । ଏଭଳି ଘଟଣା ଘଟିଛି ଗଜପତି ଜ଼ିଲ୍ଲା ଅଡବା ଥାନା ଘୋଡ଼ାପଙ୍କା ଗ୍ରାମରେ । ସୂଚନା ପ୍ରକାରେ ଘୋଡାପଙ୍କା ଗ୍ରାମର କପିଳେନ୍ଦ୍ର ମଳିକ ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହ କରୁଥିଲେ ଲୋକ। ଗତ ପାଞ୍ଚ ମାସ ଧରି କପିଳେନ୍ଦ୍ର ପରିବାର ସହ ଘୋଡାପଙ୍କା ଗ୍ରାମରେ ରହୁଥିଲେ । ତେଵେ କିଛି ଦୁର୍ବୁତ୍ତ କପିଳେନ୍ଦ୍ର ଏବଂ ତାଙ୍କ ସ୍ତ୍ରୀଙ୍କ ଉପରେ ଆକ୍ରମଣ କରିଥିଲେ । ଘଟଣା ସ୍ଥଳରେ କପିଳେନ୍ଦ୍ରଙ୍କ ମୃତ୍ୟୁ ହୋଇଥିବା ବେଳ ରକ୍ତଜୁଡୁବୁଡୁ ଅବସ୍ଥା ରେ ଉଦ୍ଧାର କରିଥିଲେ ସ୍ତ୍ରୀଙ୍କୁ । ତେଵେ ଘଟଣା ସମ୍ପର୍କରେ ଗ୍ରାମବାସୀ କୌଣସି ସଠିକ ତଥ୍ୟ ଦେଉନଥିବା ବେଳେ ଅଡବା ପୋଲିସ ଗ୍ରାମରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣା ର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ