Masthead

ପୋଲିସକୁ ଗୋଡ଼ାଇ ଗୋଡ଼ାଇ ପିଟିଲେ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ସ୍ୱାମୀ-ସ୍ତ୍ରୀ ଗଣ୍ଡଗୋଳର ସମାଧାନ କରିବାକୁ ଯାଇ ପୋଲିସ ଖାଇଲା ମାଡ଼ । ଗୋଡ଼ାଇ ଗୋଡ଼ାଇ କାଠ ଫାଳିଆରେ ପୋଲିସକୁ ସାଙ୍ଘାତିକ ମାଡ଼ ମରାଯାଇଛି । କନଷ୍ଟେବଳ ମେଡିକାଲରେ ଭର୍ତ୍ତି । ଏଭଳି ଘଟଣା ଘଟିଛିୁ ବାଲେଶ୍ୱର ଜିଲ୍ଲା ସର୍ଥା ଗାଁରେ । ସୂଚନା ଅନୁସାରେ, ସର୍ଥା ଗ୍ରାମର ବୈର ଦଳେଇଙ୍କ ସ୍ୱାମୀ ସ୍ତ୍ରୀ ଗଣ୍ଡଗୋଳ ଲାଗିଥିବା ବେଳେ ସମାଧାନ ପାଇଁ ଘଟଣା ସ୍ଥଳରେ ପହଞ୍ଚିଥିଲେ ସାର୍ଥା ଫାଣ୍ଡିର ଦୁଇ କନେଷ୍ଟବଳ ।

ନିଜ ସ୍ତ୍ରୀକୁ ଠେଙ୍ଗା ଓ କାଠ ଫାଳିଆରେ ମାଡ଼ ମାରୁଥିବା ସ୍ୱାମୀ ପୋଲିସକୁ ମାଡ଼ ମାରିଥିଲା । କନେଷ୍ଟବଳ ଅଜୟ ସିଂ ମୁଣ୍ତ ଫାଟିବାପରେ ଘଟଣା ସ୍ଥଳରେ ଚେତାଶୂନ୍ୟ ହୋଇପଡ଼ିଥିଲେ । ଅଜୟ ସିଂଙ୍କୁ ବାଲେଶ୍ୱରଙ୍କୁ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସିଂଲା ପୋଲିସ ଆକ୍ରମଣ କାରୀ ଦୁଇ ଭାଇଙ୍କୁ ଥାନାରେ ଅଟକ ରଖି ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ