ପୋଲିସକୁ ଗୋଡ଼ାଇ ଗୋଡ଼ାଇ ପିଟିଲେ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ସ୍ୱାମୀ-ସ୍ତ୍ରୀ ଗଣ୍ଡଗୋଳର ସମାଧାନ କରିବାକୁ ଯାଇ ପୋଲିସ ଖାଇଲା ମାଡ଼ । ଗୋଡ଼ାଇ ଗୋଡ଼ାଇ କାଠ ଫାଳିଆରେ ପୋଲିସକୁ ସାଙ୍ଘାତିକ ମାଡ଼ ମରାଯାଇଛି । କନଷ୍ଟେବଳ ମେଡିକାଲରେ ଭର୍ତ୍ତି । ଏଭଳି ଘଟଣା ଘଟିଛିୁ ବାଲେଶ୍ୱର ଜିଲ୍ଲା ସର୍ଥା ଗାଁରେ । ସୂଚନା ଅନୁସାରେ, ସର୍ଥା ଗ୍ରାମର ବୈର ଦଳେଇଙ୍କ ସ୍ୱାମୀ ସ୍ତ୍ରୀ ଗଣ୍ଡଗୋଳ ଲାଗିଥିବା ବେଳେ ସମାଧାନ ପାଇଁ ଘଟଣା ସ୍ଥଳରେ ପହଞ୍ଚିଥିଲେ ସାର୍ଥା ଫାଣ୍ଡିର ଦୁଇ କନେଷ୍ଟବଳ ।

ନିଜ ସ୍ତ୍ରୀକୁ ଠେଙ୍ଗା ଓ କାଠ ଫାଳିଆରେ ମାଡ଼ ମାରୁଥିବା ସ୍ୱାମୀ ପୋଲିସକୁ ମାଡ଼ ମାରିଥିଲା । କନେଷ୍ଟବଳ ଅଜୟ ସିଂ ମୁଣ୍ତ ଫାଟିବାପରେ ଘଟଣା ସ୍ଥଳରେ ଚେତାଶୂନ୍ୟ ହୋଇପଡ଼ିଥିଲେ । ଅଜୟ ସିଂଙ୍କୁ ବାଲେଶ୍ୱରଙ୍କୁ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସିଂଲା ପୋଲିସ ଆକ୍ରମଣ କାରୀ ଦୁଇ ଭାଇଙ୍କୁ ଥାନାରେ ଅଟକ ରଖି ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’