Masthead

ନିର୍ଲଜ ସ୍ୱାମୀର ନୃଶଂସକାଣ୍ଡ

କୋଇଡ଼ା  (ବଡ଼ ଖବର ବ୍ୟୁରୋ): ବଣାଇ ଥାନା ବାବୁନୁଆଗାଁରେ ଅଭାବନୀୟ ଘଟଣା । ସ୍ତ୍ରୀକୁ ଠେଙ୍ଗାରେ ରେ ପିଟି ପିଟି ହତ୍ୟା କଲା ସ୍ୱାମୀ । ହତ୍ୟା ପରେ ଘର ବାଡ଼ିରେ ପୋତିଦେଲା ହତ୍ୟାକାରୀ ସ୍ୱାମୀ । ଅଭିଯୁକ୍ତ ଅଟକ । ଘରୋଇ କଳିକୁ କେନ୍ଦ୍ର କରି ସ୍ତ୍ରୀ ସରସ୍ୱତୀ କିସାନକୁ ସ୍ୱାମୀ ତ୍ରିଲୋଚନ କିସାନ ପିଟି ପିଟି ହତ୍ୟା କରିଥିଲେ ।

ତାପରେ ମୃତ ଦେହକୁ ନିଜ ଘର ବାଡ଼ି କଦଳୀ ଗଛ ନିକଟରେ ପୋତି ଦେଇଥିଲା । ପୁଅ ପ୍ରତିବାଦ କରିବାରୁ ପୁଅକୁ ମଧ୍ୟ ମାଡ ମାରି ଆହତ କରିଥିଲା ବାପା । ଖବର ପାଇ ପୋଲିସ ଅଭିଯୁକ୍ତକୁ ଅଟକ ରଖି ପଚରାଉଚୁରା ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ