Masthead

ସ୍ୱାମୀତ୍ୱ ଯୋଜନା ଆରମ୍ଭ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍ଫରେନ୍ସିଂ ଜରିଆରେ ଦେଶର ମହତପୂର୍ଣ୍ଣ ସ୍ୱାମୀତ୍ୱ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ପ୍ରାୟ ୧ ଲକ୍ଷ ଲୋକଙ୍କୁ ସମ୍ପତ୍ତି କାର୍ଡ ବଣ୍ଟନ କରାଯିବ । ଏହି ଯୋଜନା ମାଧ୍ୟମରେ ୬ଟି ରାଜ୍ୟର ୭୬୩ ପଞ୍ଚାୟତର ୧ ଲକ୍ଷ ଲୋକ ଲାଭବାନ୍ ହେବେ । ଏହି କାର୍ଡକୁ ହିତାଧିକାରୀମାନେ ମୋବାଇଲ୍ ଓ ଏସଏମଏସ୍ ଦ୍ୱାରା ପାଇବେ । ଲିଙ୍କକୁ କ୍ଲିକ୍ କରି ଡାଉନଲୋଡ କରିପାରିବେ ବୋଲି କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା