Masthead

ହାଇଦରର ପୋଷ୍ଟମର୍ଟମ: ପକେଟରୁ ଲାଲ୍ ଡାଏରୀ ଜବତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ହାଇଦରର ପୋଷ୍ଟମର୍ଟମ ଶେଷ । ୨ ଜଣିଆ ଡାକ୍ତର ଟିମ କରୁଥିଲେ ପୋଷ୍ଟମର୍ଟମ । ମାଜିଷ୍ଟ୍ରେଟ୍ ଓ ପୋଲିସ ଉପସ୍ଥିତିରେ ଚାଲିଥିଲା ଶବ ବ୍ୟବଚ୍ଛେଦ ପ୍ରକ୍ରିୟା । ବ୍ୟବଚ୍ଛେଦର ଭିଡିଓ ରେକର୍ଡିଂ ମଧ୍ୟ ହେଉଥିଲା । ପୋଷ୍ଟମର୍ଟମ ବେଳେ ହାଇଦର ପକେଟରୁ ଫୋନ ଓ ଡାଏରୀ ଜବତ ।

ଲାଲ ରଙ୍ଗର ଏକ ଡାଏରୀ । ଡାଏରୀରେ ଅନେକ ଗୁରୁତ୍ୱପୂର୍ଣ୍ଣ ନମ୍ବର ରହିଥିବା ସୂଚନା ମିଳିଛି । ଗତକାଲି ସିମୁଳିଆ ନିକଟରେ ଏନକାଉଣ୍ଟର କରିଥିଲା ପୋଲିସ । ସନ୍ଧ୍ୟା ସୁଦ୍ଧା  ପରିବାରକୁ ହେବ ଶବ ହସ୍ତାନ୍ତର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ