Masthead

ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା

ବଣାଇ, (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ଜିଲ୍ଲା କେ ବଲାଙ୍ଗ ଥାନା ରକ୍ସି ଅଞ୍ଚଳରେ ବୁଧବାର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ଗୋଷ୍ଠୀ ସଂର୍ଘରେ ଉଭୟ ପକ୍ଷରୁ କିଛି ଲୋକ ଆହତ ହୋଇଥିବା ବେଳେ ବହୁ ଗାଡି ଭଙ୍ଗାରୁଜା ହୋଇଛି । ଏ ବାବଦରେ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇନାହିଁ । ତେବେ ପ୍ରଶାସନ ପକ୍ଷରୁ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି । ଆଜି କିଛି ପେସାର ସମର୍ଥକ ରକ୍ସିରେ ମିଟିଂ କରୁଥିଲେ । ସେଠାରେ ସିଆଇଟିୟୁର ସଦସ୍ୟମାନେ ପହଞ୍ଚିବା ପରେ ଗଣ୍ଡଗୋଳ ସୃଷ୍ଟି ହୋଇଥିଲା । ଲୋକମାନଙ୍କୁ ବିଭ୍ରାନ୍ତ କରିବା ଠିକ୍ ନୂହେଁ ବୋଲି କହିଛନ୍ତି ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ