Masthead

ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା

ବଣାଇ, (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ଜିଲ୍ଲା କେ ବଲାଙ୍ଗ ଥାନା ରକ୍ସି ଅଞ୍ଚଳରେ ବୁଧବାର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ଗୋଷ୍ଠୀ ସଂର୍ଘରେ ଉଭୟ ପକ୍ଷରୁ କିଛି ଲୋକ ଆହତ ହୋଇଥିବା ବେଳେ ବହୁ ଗାଡି ଭଙ୍ଗାରୁଜା ହୋଇଛି । ଏ ବାବଦରେ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇନାହିଁ । ତେବେ ପ୍ରଶାସନ ପକ୍ଷରୁ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି । ଆଜି କିଛି ପେସାର ସମର୍ଥକ ରକ୍ସିରେ ମିଟିଂ କରୁଥିଲେ । ସେଠାରେ ସିଆଇଟିୟୁର ସଦସ୍ୟମାନେ ପହଞ୍ଚିବା ପରେ ଗଣ୍ଡଗୋଳ ସୃଷ୍ଟି ହୋଇଥିଲା । ଲୋକମାନଙ୍କୁ ବିଭ୍ରାନ୍ତ କରିବା ଠିକ୍ ନୂହେଁ ବୋଲି କହିଛନ୍ତି ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ଧୋଇନେଲା ଚାଷ, ଏବେ ଚିନ୍ତାରେ ଚାଷୀ 🔴 ସମୁଦ୍ର ବାଲିକୁ ବି ଛାଡ଼ିଲେନି ବାଲି ମାଫିଆ 🔴 ନବମ ଛାତ୍ରଙ୍କୁ ନିସ୍ତୁକ ମାରିଲେ ଦଶମ ଛାତ୍ର 🔴 ମଝି ଆକାଶରେ ଥରିଲା ଏୟାର ଇଣ୍ଡିଆ ବିମାନ 🔴 ଦୁଇଟି ବଡ଼ ଘଟଣା, ସ୍କାନରରେ ୨୪୦ବ୍ୟକ୍ତି 🔴 ବନ୍ୟା ପରବର୍ତ୍ତୀ ସ୍ଥିତିକୁ ନେଇ ସଚିବସ୍ତରୀୟ ବୈଠକ 🔴 ତାମିଲନାଡୁରେ ରାଜନୈତିକ ଝଡ଼,ଉଦୟନିଧି ଷ୍ଟାଲିନଙ୍କ ଗିରଫକୁ ନେଇ ବଡ଼ ଚର୍ଚ୍ଚା…. 🔴 ମଦ ଦୋକାନକୁ ବିରୋଧ କରି ୬ଘଣ୍ଟିଆ ଜଟଣୀ ବନ୍ଦ ଡାକରା 🔴 ଟ୍ରେନ୍‌ରେ ବ୍ରହ୍ମପୁର ଗଲେ ରାଷ୍ଟ୍ରପତି 🔴 ପ୍ରବଳ ବର୍ଷା ସମ୍ଭାବନା! 🔴 ବନ୍ୟା ଧୋଇନେଲା ଚାଷ, ଏବେ ଚିନ୍ତାରେ ଚାଷୀ 🔴 ସମୁଦ୍ର ବାଲିକୁ ବି ଛାଡ଼ିଲେନି ବାଲି ମାଫିଆ 🔴 ନବମ ଛାତ୍ରଙ୍କୁ ନିସ୍ତୁକ ମାରିଲେ ଦଶମ ଛାତ୍ର 🔴 ମଝି ଆକାଶରେ ଥରିଲା ଏୟାର ଇଣ୍ଡିଆ ବିମାନ 🔴 ଦୁଇଟି ବଡ଼ ଘଟଣା, ସ୍କାନରରେ ୨୪୦ବ୍ୟକ୍ତି 🔴 ବନ୍ୟା ପରବର୍ତ୍ତୀ ସ୍ଥିତିକୁ ନେଇ ସଚିବସ୍ତରୀୟ ବୈଠକ 🔴 ତାମିଲନାଡୁରେ ରାଜନୈତିକ ଝଡ଼,ଉଦୟନିଧି ଷ୍ଟାଲିନଙ୍କ ଗିରଫକୁ ନେଇ ବଡ଼ ଚର୍ଚ୍ଚା…. 🔴 ମଦ ଦୋକାନକୁ ବିରୋଧ କରି ୬ଘଣ୍ଟିଆ ଜଟଣୀ ବନ୍ଦ ଡାକରା 🔴 ଟ୍ରେନ୍‌ରେ ବ୍ରହ୍ମପୁର ଗଲେ ରାଷ୍ଟ୍ରପତି 🔴 ପ୍ରବଳ ବର୍ଷା ସମ୍ଭାବନା!