Masthead

ଭାରତର ଭବିଷ୍ୟତକୁ ନେଇ ମୁଁ ଅଧିକ ଉତ୍ସାହିତ: ଏଲନ ମସ୍କ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚାରି ଦିନିଆ ଆମେରିକା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିଛନ୍ତି । ଏବଂ ଟେସଲା ମୁଖ୍ୟ ଏଲନ ମସ୍କଙ୍କୁ ମଧ୍ୟ ଭେଟିଛନ୍ତି । ମୋଦିଙ୍କୁ ଭେଟିବା ପରେ ମସ୍କ ମୋଦିଙ୍କ ପ୍ରଶଂସା କରିବା ସହିତ ସେ ନରେନ୍ଦ୍ର ମୋଦିଙ୍କର ବଡ଼ ଫ୍ୟାନ ବୋଲି କହିଛନ୍ତି । ଏଲନ ମସ୍କ କହିଛନ୍ତି, ତାଙ୍କ ସହ ସାକ୍ଷାତ ସମ୍ମାନର ବିଷୟ । ଭାରତର ଭବିଷ୍ୟତକୁ ନେଇ ମୁଁ ଅଧିକ ଉତ୍ସାହିତ । ଅନ୍ୟ ଦେଶ ଅପେକ୍ଷା ଭାରତରେ ସମ୍ଭାବନା ଅଧିକ ।

ନୂଆ କମ୍ପାନୀ ଗୁଡ଼ିକୁ ନେଇ ମୋଦି ଅତ୍ୟନ୍ତ ଉଦାରବାଦୀ। ମୋଦି ନିଜ ଦେଶରେ ନୂଆ କମ୍ପାନୀ ଗୁଡ଼ିକୁ ସ୍ୱାଗତ କରିବାକୁ ଚାହାନ୍ତି । ଏହାସହ ସେ ଆସନ୍ତା ବର୍ଷ ଭାରତ ଗସ୍ତରେ ଆସିବେ ବୋଲି ମଧ୍ୟ କହିଛନ୍ତି । ସେହିପରି ନ୍ୟୁୟର୍କରେ ଟପ୍ ସିଇଓଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏମାନଙ୍କ ମଧ୍ୟରେ ନୋବେଲ ବିଜେତା, ଅର୍ଥନୀତି ବିଷାରଦ, କଳାକାର, ବୈଜ୍ଞାନିକ, ଉଦ୍ୟୋଗୀ, ଶିକ୍ଷାବିତ୍ ଓ ସ୍ୱାସ୍ଥ୍ୟ ବିଶେଷଜ୍ଞ ରହିଛନ୍ତି । ଗ୍ରାମି ଆୱାଡ୍ ବିଜେତା ଫାଲଗୁନି ଶାହଙ୍କୁ ମଧ୍ୟ ବେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ