Masthead

ମୁଁ କୌଣସି ଦଳରେ ନାହିଁ: ତଥାଗତ ସତପଥୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶଙ୍ଖ ଭବନ ଉଦଘାଟନ ଉତ୍ସବରେ ତଥାଗତ ସତପଥୀ । ତଥାଗତ ଶତପଥୀଙ୍କୁ ଶଙ୍ଖ ଭବନର କାର୍ଯ୍ୟକ୍ରମରେ ଦେଖି ରାଜନୈତିକ ସମୀକ୍ଷକମାନେ ବିଭିନ୍ନ ପ୍ରକାରର ଆଶା ଆଶଙ୍କା କରିଛନ୍ତି । ପୁଣି ଥରେ ବିଜେଡ଼ିକୁ ଫେରିଲେ କି ତଥାଗତ? ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତରରେ ତଥାଗତ କହିଛନ୍ତି, ମୁଁ ନିର୍ଦଳୀୟ, ବିଜେଡ଼ିରେ ନାହିଁ । ମୁଁ ସାମ୍ବାଦିକ ହିସାବରେ ଆସିଥିଲି । ମୁଁ କୌଣସି ଦଳରେ ନାହିଁ । ମତେ ବିଜେଡି ଦଳର ସଭାପତି ଆସିବାପାଇଁ ନିମନ୍ତ୍ରଣ କରିଥିଲେ ସେଥିପାଇଁ ମୁଁ ଆସିଛି । ୨୦୨୪ ନିର୍ବାଚନ ରାଜନୀତିକୁ ନେଇ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି । ସେ ରାଜନୀତିରେ ପ୍ରବେଶ କରିବେ ନାହିଁ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି