Masthead

ମୁଁ ବାଚସ୍ପତିଙ୍କୁ ଫୋନ କରିଥିଲି: ଅଧୀର ରଞ୍ଜନ ଚୌଧୁରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ଆଶ୍ୱସ୍ତି । ଏବେ ତାଙ୍କର ସଦସ୍ୟତା ଫେରାଇ ଆଣିବାକୁ ଦାବି ଜୋରଦାର ଧରିଛି । ରାହୁଲ ଗାନ୍ଧୀଙ୍କୁ ପୁଣିଥରେ ଗୃହରେ ଦେଖିବାକୁ କଂଗ୍ରେସ ଚେଷ୍ଟା ଚଳାଇଛି। କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଶନିବାର ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କୁ ଏକ ଚିଠି ଲେଖି ଅନେକ ପ୍ରଶ୍ନ ଉଠାଇଛନ୍ତି। ଅଧୀର ରଞ୍ଜନ କହିଛନ୍ତି ରାହୁଲ ଗାନ୍ଧୀଙ୍କୁ ଅଯୋଗ୍ୟ ଯେତେ ଶୀଘ୍ର କରାଯାଇ ଥିଲା ସେଭଳି ତାଙ୍କ ସଦସ୍ୟତା ତୁରନ୍ତ ଫେରାଇବା ଜରୁରୀ। ଏ ସମ୍ପର୍କରେ ମୁଁ ବାଚସ୍ପତିଙ୍କୁ ଫୋନ କରିଥିଲି।

ବାଚସ୍ପତି ମୋତେ ମହାସଚିବଙ୍କ ସହ କଥା ହେବାକୁ ଏବଂ ତାଙ୍କ କାର୍ଯ୍ୟାଳୟରେ ଡକ୍ୟୁମେଣ୍ଟ ଦାଖଲ କରିବାକୁ କହିଥିଲେ। ମୁଁ ମହାସଚିବଙ୍କୁ ଫୋନ କରିଥିଲି। ତେବେ ତାଙ୍କ କାର୍ଯ୍ୟାଳୟ ବନ୍ଦ ଥିବାରୁ ଚିଠିକୁ ଅଧ୍ୟକ୍ଷଙ୍କ ନିକଟକୁ ପଠାଇବାକୁ କହିଥିଲେ ଏବଂ ମୁଁ ଏହି ଚିଠିକୁ ଡାକ ମାଧ୍ୟମରେ ପଠାଇଥିଲି। ଲୋକସଭାର ବାଚସ୍ପତି ଏହି ଚିଠିରେ ଦସ୍ତଖତ କରିଛନ୍ତି କିନ୍ତୁ ଏଥିରେ ଷ୍ଟାମ୍ପ ଲଗାଇ ନାହାନ୍ତି। ରାହୁଲ ଫେରିବାରେ କୌଣସି ସମସ୍ୟାର ସମ୍ମୁଖୀନ ନ ହେବାକୁ ଆମେ ବାଚସ୍ପତିଙ୍କୁ ଅନୁରୋଧ କରୁଛୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ