Masthead

ପ୍ରଧାନମନ୍ତ୍ରୀ ହେବାର ମୋର କୌଣସି ଇଚ୍ଛା ନାହିଁ: ନୀତିଶ କୁମାର

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ):  ଆପଣ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବା ପାଇଁ ଇଚ୍ଛୁକ କି ? ମହାମେଣ୍ଟର ନେତାମାନେ ନୀତୀଶ ପ୍ରଧାନମନ୍ତ୍ରୀ ହେବା ନେଇ ସ୍ଲୋଗାନ ଦେଉଥିବାରୁ ଏନେଇ ନୀତୀଶଙ୍କୁ ପ୍ରଶ୍ନ କରାଯାଇଥିଲା। ସେ ଉତ୍ତରରେ କହିଛନ୍ତି ପ୍ରଧାନମନ୍ତ୍ରୀ ହେବାର ମୋର କୌଣସି ଇଚ୍ଛା ନାହିଁ। ମୁଁ ନେତାମାନଙ୍କୁ ଏମିତି କରିବାପାଇଁ ମନା କରିଛି । ସୂଚନା ଅନୁସାରେ ପୂର୍ବରୁ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ମଧ୍ୟ ଏଭଳି ଦାବିକୁ ଖଣ୍ଡନ କରିଥିଲେ।

ତେଜସ୍ବୀ କହିଥି‌‌ଲେ ନୀତୀଶ ବିରୋଧୀ ନେତାଙ୍କୁ ଆଗାମୀ ଲୋକସଭା ନିର୍ବାଚନ ପାଇଁ ଏକଜୁଟ୍‌ କରିବାକୁ ଲକ୍ଷ୍ୟ ରଖିଛନ୍ତି ଏବଂ ଏଦିଗରେ କାର୍ଯ୍ୟ କରୁଛନ୍ତି। ତେଜସ୍ବୀ କହିଥିଲେ, ନୀତୀଶ କୁମାର ହେଉଛନ୍ତି ମୁଖ୍ୟମନ୍ତ୍ରୀ ଏବଂ ଆମେମାନେ ତାଙ୍କ ତତ୍ତ୍ବାବଧାନରେ କାମ କରୁଛୁ। ଏବେ ତାଙ୍କର ଏକମାତ୍ର ଏଜେଣ୍ଡା ହେଉଛି ସମସ୍ତ ବିରୋଧୀ ଦଳକୁ ଏକତ୍ରିତ କରିବା। ତାଙ୍କର ପ୍ରଧାନମନ୍ତ୍ରୀ ହେବାର କୌଣସି ଇଚ୍ଛା ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା