Masthead

ପ୍ରଧାନମନ୍ତ୍ରୀ ହେବାର ମୋର କୌଣସି ଇଚ୍ଛା ନାହିଁ: ନୀତିଶ କୁମାର

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ):  ଆପଣ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବା ପାଇଁ ଇଚ୍ଛୁକ କି ? ମହାମେଣ୍ଟର ନେତାମାନେ ନୀତୀଶ ପ୍ରଧାନମନ୍ତ୍ରୀ ହେବା ନେଇ ସ୍ଲୋଗାନ ଦେଉଥିବାରୁ ଏନେଇ ନୀତୀଶଙ୍କୁ ପ୍ରଶ୍ନ କରାଯାଇଥିଲା। ସେ ଉତ୍ତରରେ କହିଛନ୍ତି ପ୍ରଧାନମନ୍ତ୍ରୀ ହେବାର ମୋର କୌଣସି ଇଚ୍ଛା ନାହିଁ। ମୁଁ ନେତାମାନଙ୍କୁ ଏମିତି କରିବାପାଇଁ ମନା କରିଛି । ସୂଚନା ଅନୁସାରେ ପୂର୍ବରୁ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ମଧ୍ୟ ଏଭଳି ଦାବିକୁ ଖଣ୍ଡନ କରିଥିଲେ।

ତେଜସ୍ବୀ କହିଥି‌‌ଲେ ନୀତୀଶ ବିରୋଧୀ ନେତାଙ୍କୁ ଆଗାମୀ ଲୋକସଭା ନିର୍ବାଚନ ପାଇଁ ଏକଜୁଟ୍‌ କରିବାକୁ ଲକ୍ଷ୍ୟ ରଖିଛନ୍ତି ଏବଂ ଏଦିଗରେ କାର୍ଯ୍ୟ କରୁଛନ୍ତି। ତେଜସ୍ବୀ କହିଥିଲେ, ନୀତୀଶ କୁମାର ହେଉଛନ୍ତି ମୁଖ୍ୟମନ୍ତ୍ରୀ ଏବଂ ଆମେମାନେ ତାଙ୍କ ତତ୍ତ୍ବାବଧାନରେ କାମ କରୁଛୁ। ଏବେ ତାଙ୍କର ଏକମାତ୍ର ଏଜେଣ୍ଡା ହେଉଛି ସମସ୍ତ ବିରୋଧୀ ଦଳକୁ ଏକତ୍ରିତ କରିବା। ତାଙ୍କର ପ୍ରଧାନମନ୍ତ୍ରୀ ହେବାର କୌଣସି ଇଚ୍ଛା ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ