Masthead

HOME HOME - Odia News channel

  • Home Page
  • ଲାଇଭ୍ ଟିଭି
  • ବଡ଼ ଖବର
  • ରାଜନୀତି
  • ରାଜ୍ୟ
  • ଦେଶ ବିଦେଶ
  • ଜିଲ୍ଲା
    • ଅନୁଗୁଳ
    • କନ୍ଧମାଳ
    • କୋରାପୁଟ
    • କଟକ
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • ଗଜପତି
    • କଳାହାଣ୍ଡି
    • ଗଞ୍ଜାମ
    • ନବରଙ୍ଗପୁର
    • ରାୟଗଡ଼ା
    • ନୂଆପଡ଼ା
    • ବୌଦ୍ଧ
    • ବରଗଡ଼
    • ସମ୍ବଲପୁର
    • ମୟୂରଭଞ୍ଜ
    • ଭଦ୍ରକ
    • ବାଲେଶ୍ୱର
    • ଖୋର୍ଦ୍ଧା
    • ପୁରୀ
    • ନୟାଗଡ଼
    • ଯାଜପୁର
    • ଜଗତସିଂହପୁର
    • ମାଲକାନଗିରି
    • ଢେଙ୍କାନାଳ
    • ଝାରସୁଗୁଡ଼ା
    • ବଲାଙ୍ଗିର
    • ଦେବଗଡ଼
    • ସୁବର୍ଣ୍ଣପୁର
    • ସୁନ୍ଦରଗଡ଼
  • ଅପରାଧ
  • ଖେଳ
  • ପେଜ୍ ଥ୍ରୀ
  • YouTube LIVE
BADA KHABAR
  • Home
  • ବଡ଼ ଖବର
  • ‘ଇସ୍ତଫା ଦେବା ପରେ ମୋତେ ସସପେଣ୍ଡ କରାଯାଇଛି’

‘ଇସ୍ତଫା ଦେବା ପରେ ମୋତେ ସସପେଣ୍ଡ କରାଯାଇଛି’

ବଡ଼ ଖବରରାଜନୀତି
By Bada Khabar Bureau Last updated Sep 12, 2025
Share FacebookTwitterWhatsAppEmailTelegramPrint

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ନିଲମ୍ୱନ ପରେ ପ୍ରଫୁଲ୍ଲ ସାମଲଙ୍କ ପ୍ରତିକ୍ରିୟା । ମୁଁ ଇସ୍ତଫା ଦେବା ପରେ ମୋତେ ସସପେଣ୍ଡ କରାଯାଇଛି । ମୁଁ ନିଜର ବ୍ୟକ୍ତିଗତ କାରଣରୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଉପସଭାପତି ଦେବୀ ମିଶ୍ରଙ୍କୁ ନିଜର ଇସ୍ତଫା ପତ୍ର ପଠାଇଥିଲି। ଏହି ଇସ୍ତଫା ପତ୍ର ପାଇବା ପରେ ନିଲମ୍ବନ କରାଯାଇଥିବା କହୁଛନ୍ତି। ଦଳକୁ ସୁରକ୍ଷିତ ଭାବେ ରଖିବା ପାଇଁ ଆକ୍ସନ୍ ନେଇଥାଇପାରନ୍ତି । ବିଜେଡିର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ରଙ୍କୁ ଜଣାଇଥିଲି ବୋଲି କହିଛନ୍ତି ପ୍ରଫୁଲ୍ଲ ।  ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ବି ଦଳ ବିରୋଧରେ ନିୟମିତଭାବେ ଅସନ୍ତୋ‌ଷ ଝାଡ଼ିଚାଲିଥିଲେ।

Related Posts

ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ

ବିଜେଡି ଠିକ୍ ଭାବେ ବିରୋଧୀ ଦଳର ଭୂମିକା ନିର୍ବାହ କରୁନି ବୋଲି ସେ ରୋକ୍‌ଠୋକ୍ କହିଥିଲେ।  ମୁଁ ଏବେ ବିଜେଡିରେ ଅଛି। କିନ୍ତୁ କୌଣସି ସାଂଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେଉନି। ଆଗକୁ ଦଳ ଯଦି ଠିକ ଢଙ୍ଗରେ ନ ଚାଲିବ ତା’ହେଲେ ଦଳ ଠାରୁ ଦୂରେଇଯିବି। ଦଳ ଆଉ ପୂର୍ବ ବିଚାରଧାରାରେ ନାହିଁ। ଦଳକୁ ସଙ୍ଗଠିତ କରିବାକୁ କିଛି ପରାମର୍ଶ ଦେଇଥିଲୁ। ରାଜନୈତିକ ବ୍ୟାପାର କମିଟି ଓ ଶୃଙ୍ଖଳା କମିଟି ଭଳି ଦୁଇଟି ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଅନ୍ୟ ପ୍ରସ୍ତାବଗୁଡ଼ିକୁ ଗ୍ରହଣ କରାଯାଇନି। ମୋ ସହିତ କେହି ଆଲୋଚନା କରିନାହାନ୍ତି କି ମୁଁ କାହାକୁ ଭେଟିନି। ଏବେ ନୂଆ ବିଜେଡି ଗଠନର ସମୟ ନୁହେଁ। ପୁରୁଣା ବିଜେଡିକୁ ଠିକ୍‌ ଭାବେ ଚଳାଇବାକୁ ପଡ଼ିବ।ସେପଟେ ନିଲମ୍ୱନ ନେଇ ବିଜେଡି ଉପସଭାପତି ଦେବୀପ୍ରସାଦ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି । କହିଛନ୍ତି ଦଳ ଆମ ପାଇଁ ବଡ଼, ବ୍ୟକ୍ତି ନୁହେଁ । ଦଳରେ ନାହାନ୍ତି ବୋଲି କହୁଥିଲେ ପ୍ରଫୁଲ୍ଲ କୁମାର ମଲ୍ଲିକ । ଟେଲିଫୋନରେ ଇସ୍ତଫା ନେଇ ପ୍ରଦୀପ ଅମାତଙ୍କୁ ଜଣାଇଥିଲେ ।

 

Share

Prev Post

ବିଜେଡିରୁ ନିଲମ୍ୱିତ ହେଲେ ପ୍ରଫୁଲ ମଲ୍ଲିକ

Next Post

ରେଲୱେ ମାନଚିତ୍ରରେ ଯୋଡ଼ି ହେଲା ମିଜୋରାମ

ଆଗକୁ ପଢନ୍ତୁ
ଅପରାଧ

ହାଇକୋର୍ଟ ବୋମା ବିସ୍ଫୋରଣରେ ସାମିଲ ଥିଲେ ଅଶରଫ

ଦେଶ ବିଦେଶ

ଟ୍ରେନଦୁର୍ଘଟଣାରେ ଆହତ ଏବଂ ମୃତ ଯାତ୍ରୀଙ୍କୁ କ୍ଷତିପୂରଣ ରାଶି ଘୋଷଣା କରିଛନ୍ତି ବିହାର…

ରାଜ୍ୟ

୨୮ ବର୍ଷ ତଳର କାହାଣୀ ଦୋହରାଇଲା ବାହାନଗା ଦୁର୍ଘଟଣା

ଦେଶ ବିଦେଶ

କ୍ରୁଜ ଡ୍ରଗ୍ସ ମାମଲା ସମ୍ପୂର୍ଣ୍ଣ ଭାବରେ ମିଥ୍ୟା ଅଟେ: ନବାବ ମଲ୍ଲିକ

ବଡ଼ ଖବର

କେନାଲରେ ଭାସୁଛି ଅଜଣା ଶବ, ଉଦ୍ଧାରକଲେ ଅଗ୍ନିଶମ କର୍ମଚାରୀ

ରାଜ୍ୟ

ଶିକୁଳିରେ ବନ୍ଧା ରାମାୟଣର ସୀତା

Prev Next

ଅନ୍ୟାନ୍ୟ ଖବର

ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ

ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ

ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି …

Prev Next
ଫଲୋ ଏବଂ ଲାଇକ୍ କରନ୍ତୁ
  • Facebook Join us on Facebook
  • Twitter Join us on Twitter
  • Youtube Join us on Youtube
  • Instagram Join us on Instagram
ଲୋକପ୍ରିୟ ବର୍ଗ
  • ବଡ଼ ଖବର19481
  • ରାଜ୍ୟ13816
  • ଦେଶ ବିଦେଶ8009
  • ଜିଲ୍ଲା6066
  • ରାଜନୀତି4190
  • ଖେଳ751
  • ଦେଶ ବିଦେଶ
  • ବଡ଼ ଖବର
  • ରାଜ୍ୟ
  • ରାଜନୀତି
  • ଜିଲ୍ଲା
  • Live TV
  • Contact us
© 2026 - BADA KHABAR. All Rights Reserved.
Powered By: Suryanandan.Net
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି
  • Likes
  • Followers
  • Subscribers
  • Followers