Masthead

କିଛି ଲୋକଙ୍କୁ ବିଶ୍ୱାସ କରି ମୁଁ ଭୁଲ କରିଛି : ଶରଦ ପାୱାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ରାଜନୀତିରେ ହଟଚମଟ ପରେ ୨୪ ବର୍ଷର ଏନସିପି ଦଳକୁ ସଦୃଢ କରିବା ପାଇଁ ଆରମ୍ଭ ହୋଇଛି ଜୋରଦାର ପ୍ରୟାସ । ବରିଷ୍ଠ ଏନସିପି ନେତା ଶରଦ ପାୱାର ଆଜି ଠାରୁ ରାଜ୍ୟବ୍ୟାପି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଏହିକ୍ରମରେ ପାୱାର ବିଭିନ୍ନ ଜିଲ୍ଲା ବୁଲିବେ। ଆଜି ସେ ଦଳର ବିଦ୍ରୋହୀ ନେତା ଏବଂ ତାଙ୍କ ଘନିଷ୍ଠ ସହଯୋଗୀ ଛଗନ ଭୁଜବଳଙ୍କ ନିର୍ବାଚନ ମଣ୍ଡଳୀ ନାଶିକ ଜିଲ୍ଲାର ୟେବଲାରେ ରାଲି କରିଛନ୍ତି ।  ରାଲିରେ ଶରଦ ପାୱାର କହିଛନ୍ତି, ଅଜିତ ପାୱାରଙ୍କ ସହ ଯାଇଥିବା ସମସ୍ତ ଏନ୍‌ସିପି ନେତାଙ୍କୁ ଅଯୋଗ୍ୟ ଘୋଷଣା କରାଯିବ। କିଛି ଲୋକଙ୍କୁ ବିଶ୍ବାସ କରି ମୁଁ ଭୁଲ୍ କରିଦେଇଛି। କିନ୍ତୁ ଏହି ଭୁଲ୍ ମୁଁ ଆଉ ଦୋହରାଇବିନି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ