Masthead

ମତେ କହିବାର ସୁଯୋଗ ଦିଆଗଲା ନାହିଁ ମାଇକ ବନ୍ଦ କରିଦିଆଗଲା :ନରସିଂହ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗୃହ ବାହାରେ ନିଜର ପ୍ରତିକ୍ରିୟା ରଖି କଂଗ୍ରେସ ବିଧାୟକ ନରସିଂହ ମିଶ୍ର କହିଛନ୍ତି, ରାଜ୍ୟରେ ଗୁମାସ୍ତା ଶାସନ ଚାଲିଛି। ଗଣତନ୍ତ୍ର କୁ ହତ୍ୟା କରାଯାଉଛି। ବିଧାନ ସଭା ଗଣତାନ୍ତ୍ରିକ ବିଧିବ୍ୟବସ୍ଥା ଭିତରେ ଚାଲୁନାହି। କାରଣ ନଥାଇ ମୁଲତବୀ କୁ ଗ୍ରହଣ କରାଯାଉନାହିଁ। ପ୍ରଶ୍ନ ର ଉତ୍ତର ମିଳୁନି। ମତେ କହିବାର ସୁଯୋଗ ଦିଆଗଲା ନାହିଁ। ମାଇକ କୁ ବନ୍ଦ କରିଦିଆଗଲା। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଙ୍କ ସହ 5ଟି ସଚିବ ଆଲୋଚନା କରୁଛନ୍ତି। ଉଭୟ ଦଳର ନୈତିକତା ନାହିଁ।

ପ୍ରକୃତ ରେ ଯଦି ଲୋକଙ୍କ ସମସ୍ୟା ସେ ଶୁଣୁଛନ୍ତି ତାହାଲେ କାହିଁକି ଆଜି ରାଜା ରାସ୍ତାରେ ସରକାରୀ କର୍ମଚାରୀ ଧାରଣା ଦେଉଛନ୍ତି। 5ଟି ସଚିବ ନିର୍ବାଚନୀ ପ୍ରଚାର ପାଇଁ ଯାଉଛନ୍ତି। ଯିଏ ସମାଲୋଚନା କରୁଛି, ତା ପ୍ରତି ପ୍ରତିହିଂସା ପରାୟଣ ହେଉଛନ୍ତି। ଗଣ ମାଧ୍ୟମ କଣ୍ଠରୋଧ କରାଯାଉଛି।ବିଜେଡ଼ି ଓ ବିଜେପି ଭିତରେ ସଲା କୁସ୍ତି  ଚାଲିଛି। ମଣିପୁର ହିଂସା ରେ ମୁଖ୍ୟ ମନ୍ତ୍ରୀ ଚୁପ୍ ରହିଲେ। ମୋଦିଙ୍କୁ୧୦ ରୁ ୮ ମାର୍କ ଦେଇଛନ୍ତି। ଏହା ଦୁର୍ଭାଗ୍ୟ ଜନକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ